ସାପ କାମୁଡ଼ାରେ ଭଉଣୀ ମୃତ, ଭାଇ ଗୁରୁତର
ହରଭଙ୍ଗା : ସାପ କାମୁଡ଼ାରେ ଭଉଣୀ ମୃତ, ଭାଇ ଗୁରୁତର । ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ଡମକୁଜ ଗାଁରେ ଦୁଃଖଦ ଘଟଣା ଘଟିଛି। ଗତକାଲି ରାତିରେ ଉଭୟ ଭାଇ-ଭଉଣୀ ଘରେ ଶୋଇଥିବାବେଳେ ଏକ ବିଷାକ୍ତ ଚିତି ସାପ ତାଙ୍କୁ କାମୁଡିଥିଲା। ଫଳରେ ଘଟଣା ସ୍ଥଳରେ ଉଭଣୀର ମୃତ୍ୟୁ ଘଟିଥିଲା। ମୃତକ ସ୍ଵଗତଃ!-->…