ସିଷ୍ଟମ ଘନୀଭୂତ ହୋଇପାରେ, ବିଚଳିତ ନହେବାକୁ ମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ବର ୧୮।୯: ଉତ୍ତର ଥାଇଲାଣ୍ଡ ଉପରେ ଥିବା ଘୂର୍ଣ୍ଣିବଳୟ ଉତ୍ତର ଆଣ୍ଡାମାନ ସାଗରକୁ ଶୁକ୍ରବାର ସନ୍ଧ୍ୟା ସୁଦ୍ଧା ଆସିବ । ଏହା ଶନିବାର ସନ୍ଧ୍ୟା ସୁଦ୍ଧା ସେହି ଅଞ୍ଚଳରେ ଲଘୁଚାପ ରୂପ ନେବ । ତେବେ ଲଘୁଚାପଟି କେଉଁ ରୂପ ନେବ ତାହା ଶନିବାର ସନ୍ଧ୍ୟା ପରେ ସ୍ପଷ୍ଟ ହେବ । ଆମେ ପ୍ରସ୍ତୁତ

ନନ୍ଦୀଗ୍ରାମ କଂଗ୍ରେସ ପ୍ରାର୍ଥୀଙ୍କୁ ଗିରଫ କଲା ପୋଲିସ, ସମର୍ଥନ ଘୋଷଣା କରିଥିଲେ ମମତା

କୋଲକାତା: ବେଙ୍ଗଲ ନନ୍ଦୀଗ୍ରାମ ବିଧାନସଭା ଆସନରେ ଏବେ ରାଜନୀତି ଆରମ୍ଭ ହୋଇଯାଇଛି। ଏଠାରେ କଂଗ୍ରେସ ପ୍ରାର୍ଥୀ ମିଲନ ପ୍ରଧାନଙ୍କୁ ପୋଲିସ ଶୁକ୍ରବାର ଗିରଫ କରିଛି। ଏହି ଗିରଫ ଏକ ପୁରୁଣା ହତ୍ୟା ମାମଲାରେ ହୋଇଥିବା ଜଣାପଡିଛି। ଏହା ପୂର୍ବରୁ ମମତା ବାନାର୍ଜୀ ଗୋଷ୍ଠୀର ପ୍ରାର୍ଥୀ

ଓଡ଼ିଶାରେ ନିବେଶ କରିବ ଗୁଜରାଟର ଅଗ୍ରଣୀ ସେମିକଣ୍ଡକ୍ଟର କମ୍ପାନି କ୍ବାଡ୍‌କ୍ବାଣ୍ଟମ୍‌

ଭୁବନେଶ୍ବର: ଗୁଜରାଟର ଅଗ୍ରଣୀ ସେମିକଣ୍ଡକ୍ଟର କମ୍ପାନି କ୍ବାଡ୍‌କ୍ବାଣ୍ଟମ ଓଡ଼ିଶାରେ ପୁଞ୍ଜିନିବେଶ କରିବାକୁ ଆଗ୍ରହ ପ୍ରକାଶ କରିଛି। ନୂଆଦିଲ୍ଲୀରେ ଆୟୋଜିତ ସେମିକନ୍‌ ଇଣ୍ଡିଆ ୨୦୨୬ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ ଆଲୋଚନା ବେଳେ କମ୍ପାନି ଏହା ଜଣାଇଛି। କମ୍ପାନି ଓଡ଼ିଶାରେ

ସରକାରୀ ଆବାସିକ ବିଦ୍ୟାଳୟରେ ଜଣ୍ଡିସ୍‌ ଆତଙ୍କ; ୭୦ରୁ ଊର୍ଦ୍ଧ୍ୱ ଛାତ୍ରୀ ଆକ୍ରାନ୍ତ

ରାୟଗଡ଼ା: ହୋଷ୍ଟେଲରେ ପୁଣି ଜଣ୍ଡିସ୍‌ ଆତଙ୍କ। ରାୟଗଡ଼ା ଜିଲ୍ଲା କୋଲନରା ବ୍ଲକ ରବାଡି ସ୍ଥିତ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ଅଧୀନ ଆବାସିକ ବାଳିକା ଉଚ୍ଚ ବିଦ୍ୟାଳୟରେ ଜଣ୍ଡିସ୍ ଆତଙ୍କ ଦେଖାଦେଇଛି। ଗତ ୧୦ ଦିନ ମଧ୍ୟରେ ପ୍ରାୟ ୭୦ରୁ ଅଧିକ ଛାତ୍ରୀ ଏହି ରୋଗରେ ଆକ୍ରାନ୍ତ

ମମତା ବାନାର୍ଜୀଙ୍କ ଦଳକୁ ମିଳିଲା ଫୁଟବଲ୍ ଚିହ୍ନ

ନୂଆଦିଲ୍ଲୀ: Mamata Banarjee ଦିଦିଙ୍କ ମୁହଁରେ ଥାଏ ଖେଲା ହବେ । ଏବେ ତାଙ୍କୁ ମିଳିଛି ଫୁଟବଲ ଖେଳାଳି ଚିହ୍ନ । ଦିଦିଙ୍କ ଟିଏମସି ଦୁଇ ଫାଳ ହେବା ପରେ ଦୁଇ ଗୋଷ୍ଠୀଙ୍କୁ ନୂଆ ନାମ ଓ ଚିହ୍ନ ପ୍ରଦାନ କରିଛନ୍ତି ନିର୍ବାଚନ କମିଶନ । “ଅଲ୍ ଇଣ୍ଡିଆ ତୃଣମୂଳ କଂଗ୍ରେସ” ଏବଂ ଏହାର

ପାକିସ୍ତାନରେ ଲାଗିଲା ନୂଆ କଟକଣା,  ରାତି ୯ଟାରେ ବନ୍ଦ ହେବ ଦୋକାନ ଓ ବଜାର

ପାକିସ୍ତାନ: Pakistan Smart Lockdown ପାକିସ୍ତାନ ପେଟ୍ରୋଲ ଓ ଡିଜେଲ ସଂରକ୍ଷଣ କରିବାକୁ ଅନେକ ନିଷ୍ପତ୍ତି ଲାଗୁ କରିଛି । ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଏବେ ସମସ୍ତ ଦୋକାନ, ବଜାର, କିରାଣା ଷ୍ଟୋର, ଗ୍ରୋସରୀ ଏବଂ ଜେନେରାଲ ଷ୍ଟୋର, ସପିଂ ମଲ୍ ପୁରା ସପ୍ତାହ ରାତି ୯ ଟା

ଓଆଇଆଇପିସିଆରଏ ସମୀକ୍ଷା: ଜଳାଶୟ ଉନ୍ନତି ସହ କୃଷି ଓ ମତ୍ସ୍ୟଚାଷକୁ ଗୁରୁତ୍ୱ

ଭୁବନେଶ୍ୱର: ଜଳସେଚନ ଭିତ୍ତିଭୂମିର ସୁଦୃଢ଼ୀକରଣ ସହ କୃଷି, ଉଦ୍ୟାନ କୃଷି ଓ ମତ୍ସ୍ୟଚାଷର ସମନ୍ୱିତ ବିକାଶ ନିମନ୍ତେ ଓଡ଼ିଶା ସମନ୍ୱିତ ଜଳସେଚନ ପ୍ରକଳ୍ପ ପାଇଁ ଜଳବାୟୁ ସହନଶୀଳ କୃଷି (ଓଆଇଆଇପିସିଆରଏ)ର ଗୁରୁତ୍ବପୂର୍ଣ୍ଣ ସମୀକ୍ଷା ବୈଠକ ଆଜି (ଶୁକ୍ରବାର) ଅନୁଷ୍ଠିତ

ସହକର୍ମୀ ଯୁବତୀଙ୍କ ଘରେ ପଶି ଦୁଷ୍କର୍ମ ଓ ଅତ୍ୟାଚାର ମାମଲାରେ OAS ଅଫିସର ଅରୁଣ ବିଶ୍ବାଳ ଗିରଫ

ଭୁବନେଶ୍ୱର : OAS Officer Arrested ଗିରଫ ହେଲେ OAS ଅଫିସର ଅରୁଣ ବିଶ୍ବାଳ। ସହକର୍ମୀ ଯୁବତୀଙ୍କ ଘରେ ପଶି ଦୁଷ୍କର୍ମ ଓ ଅତ୍ୟାଚାର ମାମଲାରେ ଗିରଫ। ପରିବହନ ବିଭାଗ ଅତିରିକ୍ତ ସଚିବ ଅରୁଣ ବିଶ୍ବାଳ ଗିରଫ କରିଛି ଭୁବନେଶ୍ବର ଖାରବେଳ ନଗର ଥାନା ପୋଲିସ।ଗତ କାଲି ପୀଡ଼ିତାଙ୍କ ଘରେ

କଟକ ଦୁର୍ଗାପୂଜା ପାଇଁ ଆଜିଠୁ ସିଙ୍ଗଲ୍ ୱିଣ୍ଡୋ ବ୍ୟବସ୍ଥା

କଟକ: ଚାଲିଛି ପାର୍ବଣ ଋତୁ। ସରିଲାଣି ଗଣେଶ ପୂଜା, ବିଶ୍ୱକର୍ମା ପୂଜା। ଆଗକୁ ଆସୁଛି ଦୁର୍ଗାପୂଜା। ଏଥିଲାଗି ଆଜିଠାରୁ ସିଙ୍ଗଲ୍‌ ୱିଣ୍ଡୋ ବ୍ୟବସ୍ଥା। କଟକ ବାରବାଟୀ ପ୍ୟାଲେସରେ ସକାଳ ୧୦ଟାରୁ ୫ଟା ପର୍ଯ୍ୟନ୍ତ ଆବେଦନ। ଶାରଦୀୟ ଦୁର୍ଗାପୂଜା–୨୦୨୬କୁ କଟକ ସହରରେ ଶାନ୍ତିପୂର୍ଣ୍ଣ, ସୁରକ୍ଷିତ

ସ୍ପାମ୍ କଲ୍‌ରେ ଲାଗିବ ଲଗାମ, ଟ୍ରାଇର ନୂଆ ନିୟମ, ୫ଟି ନମ୍ବର ଧରାପଡ଼ିଲେ କଟିପାରେ କନେକ୍ସନ୍

ନୂଆଦିଲ୍ଲୀ: ଫେକ୍ କଲ୍, ସ୍ପାମ୍ କଲ୍ ଓ ଅନିଚ୍ଛାକୃତ କମର୍ସିଆଲ୍ କଲ୍ରେ ଲାଗିବ ଲଗାମ। ଟେଲିକମ୍ ରେଗୁଲେଟରୀ ଅଥରିଟି ଅଫ୍ ଇଣ୍ଡିଆ (TRAI) ଏନେଇ ଶୁକ୍ରବାର ନୂଆ ନିୟମ ଲାଗୁ କରିଛି। ନୂଆ ବ୍ୟବସ୍ଥାରେ ରୋବୋକଲ୍, ଅଟୋମେଟେଡ୍ କଲ୍ ଏବଂ ଏଆଇ ଆଧାରିତ ସ୍ପାମ୍ ଚିହ୍ନଟକୁ ନିୟାମକ ପରିସର ଭିତରକୁ