ଶେଖ ହସିନାଙ୍କ ପାଇଁ ମୃତ୍ୟୁଦଣ୍ଡ ଦାବି କଲେ ସରକାରୀ ଓକିଲ

ବାଂଲାଦେଶ: ବାଂଲାଦେଶର ବିତାଡିତ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କ ପାଇଁ ମୃତ୍ୟୁଦଣ୍ଡ ଦାବି କରିଛନ୍ତି ବାଂଲାଦେଶର ଆନ୍ତର୍ଜାତିକ କ୍ରାଇମ ଟ୍ରାଇବୁନାଲର ମୁଖ୍ୟ ଓକିଲ ମହମ୍ମଦ ତାଜୁଲା ଇସଲାମ। ମହମ୍ମଦ କହିଛନ୍ତି ୨୦୨୪ରେ ଦେଶରେ ହୋଇଥିବା ବିକ୍ଷୋଭ ଓ ଆନ୍ଦୋଳନର ମୁଖ୍ୟ ସୂତ୍ରଧର ହେଉଛନ୍ତି…

ଗରିବ ରଥ ଏକ୍ସପ୍ରେସରେ ଅଗ୍ନିକାଣ୍ଡ, ଜଳିଗଲା ୩ଟି ବଗି

ନୂଆଦିଲ୍ଲୀ: ଶନିବାର ସକାଳେ ଅର୍ଥାତ୍ ଆଜି ଲୁଥିଆନାରୁ ଦିଲ୍ଲୀ ଯାଉଥିବା ଗରିବ ରଥ ଏକ୍ସପ୍ରେସ ଟ୍ରେନରେ ଘଟିଛି ଅଗ୍ନିକାଣ୍ଡ । ଜଳିଗଲା ଟ୍ରେନର ତିନୋଟି ଏସି ବଗି । ସିରହିନ୍ଦ ରେଳ ଷ୍ଟେସନରୁ ଅମ୍ବାଲା ଅଭିମୁଖେ ପ୍ରାୟ ଅଧ କିଲୋମିଟର ଦୂରରେ ଥିବା ସମୟରେ ଏହି ଘଟଣା ଘଟିଛି । …

ଆସନ୍ତା ସୋମବାର ଓ ମଙ୍ଗଳବାର ଦୁଇ ଦିନ ଦୀପାବଳି ଛୁଟି

ଭୁବନେଶ୍ବର: ଆସନ୍ତା ସୋମବାର ଓ ମଙ୍ଗଳବାର ଦୁଇ ଦିନ ଦୀପାବଳି ପାଇଁ ଛୁଟି। ଅର୍ଥାତ୍ ୨୦୨୫ ଅକ୍ଟୋବର ୨୦ ଓ ୨୧ ତାରିଖରେ ଓଡ଼ିଶାରେ ଦୀପାବଳି ଛୁଟି ହେବ। ଦୀପାବଳି ଛୁଟି ନେଇ ରାଜ୍ୟ ସରକାର ଘୋଷଣା କରିଛନ୍ତି। କିନ୍ତୁ ଆସନ୍ତା ୨୫ ତାରିଖ ଚତୁର୍ଥ ଶନିବାର ହୋଇଥିବା ସତ୍ତ୍ବେ ଏହି ଦିନ ଛୁଟି…

୨୧ ସୁଦ୍ଧା ଲଘୁଚାପ, ପରେ ଅବପାତ: ‘ବାତ୍ୟା ନେଇ ଜାରି କରାଯାଇ ନାହିଁ ସତର୍କ ସୂଚନା‘

ଭୁବନେଶ୍ଵର : ଆମେରିକାର ଜିଏଫ୍‌ଏସ୍‌ ମଡେଲ ବର୍ତ୍ତମାନ ଏମିତି ଏକ ଆକଳନ କରିଛି, ଯେଉଁଥିରେ ବଙ୍ଗୋପସାଗରରେ ଦୁଇଟି ବାତ୍ୟା ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ଏହା ୧୯୯୯ ମସିହା ମହାବାତ୍ୟାର ଇତିହାସକୁ ଦୋହରାଇବ ବୋଲି ଆକଳନ କରାଯାଉଛି। ୨୧ ତାରିଖ ସୁଦ୍ଧା ଦକ୍ଷିଣପୂର୍ବ…

ଦ୍ଵାରଶୁଣି ଘାଟିରେ ଦୁର୍ଘଟଣା, ବସ୍ ଓଲଟି ୨୫ ଆହତ

ବାରିପଦା: ବାଙ୍ଗିରିପୋଷି ଘାଟି ଦୁର୍ଘଟଣା ନେଇ ପ୍ରତିକ୍ରିୟା ରଖିଛନ୍ତି ଚିଫ୍ ଫାୟାର ଅଫିସର। ସେ କହିଛନ୍ତି ଓଭରଟେକ୍‌ ପାଇଁ ବସ୍‌ଟି ଦୁର୍ଘଟଣାଗ୍ରସ୍ତ ହୋଇଛି। ଘାଟି ରାସ୍ତାର ମରାମତି କାମ ଚାଲିଛି । ତେଣୁ ବସ୍‌ଟି ଓଭରଟେକ୍‌ କରିବା ଉଚିତ୍ ନଥିଲା। ବସ୍‌ରେ ୬୦ରୁ ୬୫ ଜଣ ଯାତ୍ରୀ ଥିଲେ।…

ସାଇବର ସୁରକ୍ଷା ପାଇଁ ୧୭୦ ଟେକ୍ନିକାଲ ଏକ୍ସପର୍ଟଙ୍କୁ ମିଳିବ ନିଯୁକ୍ତି

ଭୁବନେଶ୍ବର: ସମାଜ ପାଇଁ ଆଜି ବଡ ଚ୍ୟାଲେଞ୍ଜ ହୋଇଥିବା ସାଇବର ଅପରାଧକୁ ରୋକିବା ପାଇଁ ସଚେତନତା ହେଉଛି ସବୁଠାରୁ ବଡ ଶକ୍ତିଶାଳୀ ଅସ୍ତ୍ର ବୋଲି ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାଇବର ସୁରକ୍ଷା ସଚେତନତା ଅଭିଯାନ ୨୦୨୫ର ଶୁଭାରମ୍ଭ ଅବସରରେ କହିଛନ୍ତି । ସୂଚନାଯୋଗ୍ୟ…

ସଚେତନତା ସାଇବର ଅପରାଧକୁ ରୋକିବା ପାଇଁ ସବୁଠୁ ଶକ୍ତିଶାଳୀ ଅସ୍ତ୍ର

ଭୁବନେଶ୍ୱର: ସମାଜ ପାଇଁ ଆଜି ବଡ ଚ୍ୟାଲେଞ୍ଜ ହୋଇଥିବା ସାଇବର ଅପରାଧକୁ ରୋକିବା ପାଇଁ ସଚେତନତା ହେଉଛି ସବୁଠାରୁ ବଡ ଶକ୍ତିଶାଳୀ ଅସ୍ତ୍ର ବୋଲି ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସାଇବର ସୁରକ୍ଷା ସଚେତନତା ଅଭିଯାନ ୨୦୨୫ର ଶୁଭାରମ୍ଭ ଅବସରରେ କହିଛନ୍ତି । ଏହି ଅଭିଯାନରେ ଏକ…

BSNLର ଦିୱାଲି ଅଫର, ୧ ଟଙ୍କାରେ କଥା ହେବେ ମନ ଇଛା, ଦିନକୁ ପୁଣି 2GB ଡାଟା

ନୂଆଦିଲ୍ଲୀ: ଆସିଲା ଦମଦାର ଦିୱାଲି ଅଫର୍ । ମୋବାଇଲ ୟୁଜରଙ୍କ ପାଇଁ ବଡ ସୁଯୋଗ । ୧ ଟଙ୍କାରେ ପାଆନ୍ତୁ ଅନଲିମିଟେଡ୍ କଲ୍, ଡେଲି 2GB ଡାଟା । ମାସେ ଯାଏଁ ସବୁ ଫ୍ରି । ଦୀପାବଳି ପାଇଁ ଦେଶର ସରକାରୀ ଟେଲିକମ୍ କମ୍ପାନୀ BSNL ଆଣିଛି ଏମିତି ଦମଦାର ଅଫର୍ ସୁଯୋଗ ଆଣିଦେଇଛି । ୧ ଟଙ୍କାରେ…

ନାମାଙ୍କନ ପତ୍ର ଦାଖଲ କଲେ ବିଜେପି ବିଧାୟକ ପ୍ରାର୍ଥୀ ଜୟ ଢୋଲକିଆ

ଭୁବନେଶ୍ୱର : କମ୍ପିଲାଣି ନୂଆପଡ଼ା ମୈଦାନ । ବିଜେପି ବିଧାୟକ ପ୍ରାର୍ଥୀ ଜୟ ଢୋଲକିଆ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ନାମାଙ୍କନ ବେଳେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଉପସ୍ଥିତ ଥିଲେ । ବରିଷ୍ଠ ବିଜେପି ନେତା ବସନ୍ତ ପଣ୍ଡା ମଧ୍ୟ ଉପସ୍ଥିତ ଥିଲେ। ଖରିଆର ରୋଡ ବାସଭବନରୁ ମାଆଙ୍କ…

ଦୁଇ ମଟର ସାଇକେଲ ଧକ୍କା, ୩ ମୃତ

ମାଲକାନଗିରି : ମାଲକାନଗିରି ଜିଲ୍ଲା କରୁକୋଣ୍ଡା ମାଲକାନଗିରି ମୁଖ୍ୟ ରାସ୍ତାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଦୁର୍ଘଟଣାରେ ୩ ମୃତ ଜଣେ ଗୁରୁତର ହୋଇଥିବା ଜଣାଯାଇଛି । ଦୁଇ ମଟର ସାଇକେଲ ମଧ୍ୟରେ ମୁହାଁ ମୁହିଁ ଦୁର୍ଘଟଣା ହୋଇଥିଲା । ଦୁର୍ଘଟଣାରେ ଦମ୍ପତିଙ୍କ ଜୀବନ ଚାଲିଯାଇଥିବା ବେଳେ…