୭୯ ବର୍ଷରେ ପାଦ ଥାପିଲେ ନବୀନ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ବର୍ତ୍ତମାନର ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ । ୭୯ ବର୍ଷରେ ପାଦ ଥାପିଛନ୍ତି ନବୀନ। ସ୍ବର୍ଗତ ବରପୁତ୍ର ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ସୁପୁତ୍ର ନବୀନ ରାଜ୍ୟ ଇତିହାସର ଏକ ଅନନ୍ୟ ଛବି। ନବୀନଙ୍କ ଜନ୍ମଦିନରେ…

ଶେରଗଡ଼ କାଳିଆ ଜେନା ହତ୍ୟା ଉଦ୍ୟମ ମାମଲା ଘଟଣା : ସମର୍ଥକ ମାନଙ୍କ ହାଇ ଡ୍ରାମା ପରେ ବିଜେଡ଼ି ନେତା ପିଣ୍ଟୁ ପଟ୍ଟନାୟକ…

ବ୍ରହ୍ମପୁର : ଗଞ୍ଜାମ ଜିଲ୍ଲା ଶେରଗଡ଼ ଥାନା ଧନନ୍ତର ପଞ୍ଚାୟତ ସୁନାନ୍ତର ଗାଁ ରେ ନିରଞ୍ଜନ ଜେନା ଓରଫ କାଳିଆ ଜେନାଙ୍କୁ ହତ୍ୟା ଉଦ୍ୟମ ସହ ବୋମା ଓ ଗୁଳିମାଡ ଘଟଣାରରେ ଯୁବ ବିଜେଡ଼ି ସଭାପତି ସନ୍ତୋଷ ପଟ୍ଟନାୟକ ଓରଫ ପିଣ୍ଟୁ ପଟ୍ଟନାୟକଙ୍କୁ ଆଜି ଗିରଫ କରିଛି ପୋଲିସ l ଏହାକୁ ବିରୋଧ କରି…

ବିହାର ନିର୍ବାଚନ: ପ୍ରଥମ ପର୍ଯ୍ୟାୟରେ ୫୭ ପ୍ରାର୍ଥୀଙ୍କ ନାମ ଘୋଷଣା କଲା ଜେଡିୟୁ

ବିହାର : ବିହାର ବିଧାନସଭା ନିର୍ବାଚନ ୨୦୨୫ ପାଇଁ ପ୍ରାର୍ଥୀ ଘୋଷଣା କରିଛି ଜେଡିୟୁ । ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ଜନତା ଦଳ ୟୁନାଇଟେଡ୍ (ଜେଡିୟୁ) ମଙ୍ଗଳବାର ଦିନ ବିହାର ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ କରିଛି । ଏହି ତାଲିକାରେ ୫୭ ଜଣ…

୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ଆୟୁଷ୍ମାନ ଯୋଜନା ବ୍ୟୟବରାଦ ୪୭୫୩ କୋଟି

ଭୁବନେଶ୍ୱର: ରାଜ୍ୟରେ ଏପ୍ରିଲ୍‌ ୧୧ରୁ ଆୟୁଷ୍ମାନ ଭାରତ ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଲାଗୁ ହୋଇଛି। ନୂଆ ସରକାର ଆସିବା ପରେ ଏହି ଯୋଜନା କାର୍ଯ୍ୟକାରୀ କରିଛନ୍ତି। ଏହି ଯୋଜନାରେ ୩.୪୭ କୋଟି ହିତାଧିକାରୀ ସାମିଲ ହୋଇଥିବା‌େ‌ବଳେ ୧.୪୭ କୋଟି ହିତାଧିକାରୀଙ୍କୁ କାର୍ଡ ବଣ୍ଟନ କରାଯାଇଛି।…

ବ୍ରହ୍ମାକୁମାରୀସ୍ ଶାନ୍ତିକୁଣ୍ଡ ତରଫରୁ ପ୍ରଭୁ ଉପହାର ରିଟ୍ରିଟ ସେଣ୍ଟର ଠାରେ ଶ୍ରୀମଦ୍ ଭଗବତ୍ ଗୀତା ପ୍ରବଚନ ମାଳା

ବ୍ରହ୍ମପୁର : ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ବରୀୟ ବିଶ୍ବବିଦ୍ୟାଳୟ, ଶାନ୍ତିକୁଣ୍ଡ ବ୍ରହ୍ମପୁର ତରଫରୁ ରାମଚନ୍ଦ୍ରପୁରସ୍ଥ ପ୍ରଭୁ ଉପହାର ରିଟ୍ରିଟ୍ ସେଣ୍ଟର ଠାରେ ଈଶ୍ବରୀୟ ବିଶ୍ବବିଦ୍ୟାଳୟର ପୂର୍ବତନ ସବଜୋନ୍ ସଞ୍ଚାଳିକା ରାଜଯୋଗିନୀ ବ୍ରହ୍ମାକୁମାରୀ ଭଗିନୀ ମଞ୍ଜୁ ଦିଦିଙ୍କ ପ୍ରଥମ…

ଉତ୍ତରାଖଣ୍ଡରେ ହେବ ଅତ୍ୟାଧୁନିକ ରୋପୱେ, କେଦାନରନାଥ ଯାତ୍ରା ଏଣିକି ୯ ଘଣ୍ଟା ବଦଳରେ ମାତ୍ର ୩୬ ମିନିଟ୍

ନୂଆଦିଲ୍ଲୀ : କେଦାରନାଥ ଯାତ୍ରା ସମୟରେ ଶ୍ରଦ୍ଧାଳୁଙ୍କ ନାନାଦି ସମସ୍ୟାର ସମ୍ମୁଖୀନ ହେବାକୁ ପଡିଥାଏ। ପରିବର୍ତ୍ତନଶୀଳ ପାଣିପାଗ, ବର୍ଷା, ତୁଷାରପାତର ଭୟ ଶ୍ରଦ୍ଧାଳୁଙ୍କ ମନରେ ଭୟ ସୃଷ୍ଟି କରିଥାଏ। ବୟସ୍କ ଓ ଶିଶୁଙ୍କ ପାଇଁ ଯାତ୍ରା କଷ୍ଟଦାୟକ ହୋଇଥାଏ। ଏବେ ଏହାକୁ ସହଜ କରିବା ପାଇଁ…

ଆଖି ବୁଜିଲେ ମହାଭାରତର ‘କର୍ଣ୍ଣ’

ମୁମ୍ବାଇ: ବଲିଉଡ ଅଭିନେତା ତଥା ମହାଭାରତର ପ୍ରସିଦ୍ଧ କର୍ଣ୍ଣ ଭୂମିକାରେ ଅଭିନୟ କରିଥିବା ପଙ୍କଜ ଧୀରଙ୍କ ଆଜି ପରଲୋକ ହୋଇଛି । ବି.ଆର ଚୋପ୍ରାଙ୍କ ମହାଭାରତରେ କର୍ଣ୍ଣଙ୍କ ସ୍ମରଣୀୟ ଚରିତ୍ର ପାଇଁ ଘରେ ଘରେ ପରିଚିତ ହୋଇଥିଲେ ପଙ୍କଜ । ମିଳିଥିବା ସୂଚନା ଅନୁସାରେ ଗତ କିଛି ଦିନ ହେବ ସେ…

ବିଜ୍ଞାପନ ପାଇଁ ପ୍ରାକ୍‌ ଅନୁମତି ଜରୁରୀ: ନିର୍ବାଚନ କମିସନଙ୍କ ମାର୍ଗଦର୍ଶିକା

ନୂଆଦିଲ୍ଲୀ: ଆସନ୍ତା ନଭେମ୍ବରରେ ବିହାର ବିଧାନସଭା ନିର୍ବାଚନ ସମେତ ୭ ରାଜ୍ୟର ୮ଟି ବିଧାନସଭା ଆସନରେ ଉପନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏହି ପରିିପ୍ରେକ୍ଷୀରେ ନିର୍ବାଚନ କମିସନ (ଇସି)ଙ୍କ ପକ୍ଷରୁ ମଙ୍ଗଳବାର ସବୁ ପଞ୍ଜିକୃତ ରାଜନୈତିକ ଦଳ ଏବଂ ପ୍ରାର୍ଥୀଙ୍କ ପାଇଁ ସାନି…

ଦିଲ୍ଲୀବାସୀଙ୍କୁ ସୁପ୍ରିମକୋର୍ଟଙ୍କ ଉପହାର, ଦିଲ୍ଲୀରେ ସବୁଜ ବାଣକୁ ଅନୁମତି

ନୂଆଦିଲ୍ଲୀ : ଦିଲ୍ଲୀବାସୀଙ୍କ ଆଶଙ୍କାକୁ ଦୂର କଲେ ସୁପ୍ରିମକୋର୍ଟ । ଦିଲ୍ଲୀରେ ସବୁଜ ବାଣକୁ ମିଳିଲା ଅନୁମତି । କୋର୍ଟ ଦିଲ୍ଲୀ-ଏନସିଆରରେ ସବୁଜ ବାଣ ବିକ୍ରୟ ଉପରେ ପ୍ରତିବନ୍ଧକ ଉଠାଇ ଦେଇଛନ୍ତି ଏବଂ ବାଣ ଫୁଟାଇବାକୁ ମଧ୍ୟ ଅନୁମତି ଦେଇଛନ୍ତି । ପ୍ରଧାନ ବିଜାରପତି ଜଷ୍ଟିସ ବିଆର…

ପ୍ରତିଭାର ବିକାଶରେ ସୁରଭି

ଚିକିଟୀ : ଏହି ବ୍ଲକ କରବାଲୁଆ କ୍ଲଷ୍ଟର ଅନ୍ତର୍ଗତ ସମସ୍ତ ବିଦ୍ୟାଳୟର ଛାତ୍ର ଛାତ୍ରୀଙ୍କ ଅନ୍ତର୍ନିହିତ ପ୍ରତିଭାକୁ ବିକାଶିତ କରିବା, ସେମାନଙ୍କ ପ୍ରତିଭାକୁ ରାଜ୍ୟ ସ୍ତରରେ ପହଞ୍ଚାଇ ଉଚିତ ସମ୍ମାନଦେବା, ଆଗାମୀ '୨୦୩୬ ବିକଶିତ ଓଡ଼ିଶା - ମୋ ସ୍ୱପ୍ନର ଓଡିଶା' ରେ ଛାତ୍ର ଛାତ୍ରୀଙ୍କ…