ନିଜ ପିଲାଙ୍କୁ ଜଙ୍ଗଲରେ ଛାଡିଦେଲା ବାପା
ମୟୂରଭଞ୍ଜ: ଜନ୍ମ କଲା ଛୁଆଙ୍କୁ ଜଙ୍ଗଲରେ ଛାଡିଦେଲା ବାପା। ଆଉ ଜଣେ ବ୍ୟକ୍ତି ପିଲାଙ୍କୁ ଜଙ୍ଗଲରେ ଏକୁଟିଆ ଦେଖି ଘରକୁ ନେଇ ଆସିଲେ। ମୟୂରଭଞ୍ଜ ଜିଲ୍ଲା ମୋରଡା ଅଞ୍ଚଳରେ ଚାଞ୍ଚଲ୍ୟ। ମୋରୋଡା ବ୍ଲକ ଅଧୀନ ଚିତ୍ରଡା ଡୁମୁରଡିହା ଗାଁର ଜଣେ ବ୍ୟକ୍ତି ପାଖ ଜଙ୍ଗଲକୁ ପତ୍ର ତୋଳିବାକୁ!-->…