ଶେଷ ହେଲା ରାୟଗଡା ଅନାସ୍ଥା ଭୋଟିଂ: ଫଳାଫଳ ସ୍ଥଗିତ
ରାୟଗଡା : ରାୟଗଡା ପୌର ପରିଷଦ ଉପାଧ୍ୟକ୍ଷଙ୍କ ବିରୋଧରେ ଅନାସ୍ଥା ଭୋଟିଂ ଶେଷ ହୋଇଛି। ଉପାଧ୍ୟକ୍ଷ ଶୁଭ୍ରା ପଣ୍ଡାଙ୍କ ବିରୋଧରେ ଆସିଥିବା ଅନାସ୍ଥା ଉପରେ ଭୋଟିଂ ହୋଇଛି। ଉଚ୍ଚ ନ୍ୟାୟାଳୟଙ୍କ ନିର୍ଦେଶକ୍ରମେ ଫଳାଫଳ ଘୋଷଣା ସ୍ଥଗିତ ରହିଛି। ଉପ ଜିଲ୍ଲାପାଳ ତଥା ନିର୍ବାଚନ ଅଧିକାରୀ ରମେଶ!-->…