ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ, ଜୟପୁର ପାଇଁ ଟିପିଏସ୍ଓଡିଏଲ୍ ତରଫରୁ ଭରସାଯୋଗ୍ୟ ବିଦ୍ୟୁତ ସେବା…
ଜୟପୁର //ବ୍ରହ୍ମପୁର, ଅକ୍ଟୋବର: ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ (ଟିପିଏସ୍ଓଡିଏଲ୍) ଜୟପୁରଠାରେ ଥିବା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ବିଦ୍ୟୁତ ଭିତ୍ତିଭୂମିକୁ ସୁଦୃଢ କରିଛି। ନୂତନ ଭାବେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ୧.୨୫ଏମଭିଏର ବିଦ୍ୟୁତ ଟ୍ରାନ୍ସଫର୍ମର ସ୍ଥାପନ!-->…