ଯାଜପୁରରେ ବନ୍ୟା ସ୍ଥିତି ଗମ୍ଭୀର: ଆସନ୍ତା କାଲି ସମସ୍ତ ସ୍କୁଲ ଓ ଅଙ୍ଗନବାଡ଼ି ବନ୍ଦ
ଯାଜପୁର: ରାଜ୍ୟରେ ଲଗାଣ ବର୍ଷା ଓ ଉପରମୁଣ୍ଡରୁ ଆସୁଥିବା ବନ୍ୟା ଜଳ କାରଣରୁ ଯାଜପୁର ଜିଲ୍ଲାରେ ବନ୍ୟା ପରିସ୍ଥିତି ଗମ୍ଭୀର ରୂପ ଧାରଣ କରିଛି । ଛାତ୍ରଛାତ୍ରୀଙ୍କ ସୁରକ୍ଷା ପାଇଁ ଯାଜପୁର ଜିଲ୍ଲା ପ୍ରଶାସନ ଆସନ୍ତାକାଲି ଅର୍ଥାତ୍ ଅଗଷ୍ଟ ୧୮ ତାରିଖରେ ଜିଲ୍ଲାର ସମସ୍ତ ସରକାରୀ ଓ!-->…