ଆସୁଛନ୍ତି ପ୍ରଧାନମନ୍ତ୍ରୀ, ଅମଳିପାଲିଠାରେ ମୋଦିଙ୍କ ଗସ୍ତକୁ ନେଇ ଚାଲିଛି ପ୍ରସ୍ତୁତି

ଝାରସୁଗୁଡା: ଆସୁଛନ୍ତି ମୋଦି । ଦ୍ୱିତୀୟ ଥର ପାଇଁ ଝାରସୁଗୁଡାକୁ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆସନ୍ତା ୨୭ରେ ଗଞ୍ଜାମରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ରହିଥିଲା । ଲଘୁଚାପ ପାଇଁ ଗଞ୍ଜାମରେ ହେବାକୁ ଥିବା କାର୍ଯ୍ୟକ୍ରମ ବାତିଲି କରି ଝାରସୁଗଡ଼ା ଅମଲିପାଲି ଠାରେ…

ଅଢେଇ ଘଣ୍ଟା ଫସି ରହିଲା ଆମ୍ୱୁଲାନ୍ସ, ଚାଲିଗଲା ରୋଗୀର ଜୀବନ

ପାରାଦୀପ: ପାରାଦୀପରେ ଦୁଲୁକୁଛି ବିଶ୍ଵକର୍ମା ପୂଜା । ଏହି ପୂଜାକୁ ନେଇ ଉଠୁଛି ପଡ଼ୁଛି ସହର । ସୁନ୍ଦର ସାଜ ସଜ୍ଜା ସାଙ୍ଗକୁ ତୋରଣର ଝିଲ ମିଲ ଆଲୁଅରେ ଝଲସୁଛି ପାରାଦୀପ ସହର । ହେଲେ ଏହି ପୂଜାରେ ଲୋକେ ବୁଲି ମଜା ନେଉଥିବା ବେଳେ ଗୋଟିଏ ପରିବାର ପାଇଁ ସଜ୍ଜା ହୋଇଯାଇଛି । ଘଟିଯାଇଛି ଦୁଃଖଦ…

ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ଶ୍ରୀମନ୍ଦିରର ରତ୍ନ ଅଳଙ୍କାର ସ୍ଥାନାନ୍ତର ପ୍ରକ୍ରିୟା ଶେଷ

ପୁରୀ: ଶ୍ରୀମନ୍ଦିର ରତ୍ନଭଣ୍ଡାରକୁ ରତ୍ନାଳଙ୍କାର ସ୍ଥାନାନ୍ତରଣ ଶେଷ । ରାଜ୍ୟ ସରକାରଙ୍କ ମାର୍ଗଦର୍ଶିକା ଏବଂ ପରିଚାଳନା କମିଟିର ପରାମର୍ଶ ଅନୁସାରେ ହୋଇଛି ଅଳଙ୍କାର ସ୍ଥାନାନ୍ତର ପ୍ରକ୍ରିୟା । ସକାଳ ୧୦.୫୫ ରେ ବାହାର ରତ୍ନଭଣ୍ଡାର ତାଲା ଖୋଲିଥିଲା । ଏହା ପରେ ଭିତର ରତ୍ନଭଣ୍ଡାର…

ଆସିକା ଅଞ୍ଚଳ ରେ ଦୀର୍ଘ ଘଣ୍ଟା ହେଲା ବତୀ ଗୋଲ ବାବୁ ମାନଙ୍କ ଫୋନ ବନ୍ଦ….!

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ଆସିକା ଠାରେ ଟାଟା ପାୱାର ପକ୍ଷରୁ ପ୍ରତି ମାସରେ ମେଣ୍ଟେନେନ୍ସ ନାମରେ ବିଦ୍ୟୁତ କାଟ ହେଉଛି। ଆକାଶ ରେ କଳା ବାଦଲ ହେଉକି ଘଡ଼ଘଡ଼ି ହେଲେ ଟାଟା ପାୱାର ପକ୍ଷରୁ ବିଦ୍ୟୁତ କାଟ ହେବାର ନଜିର ରହିଛି। ଆସିକା ତଥା ଏହାର ଆଖପାଖ ଅଞ୍ଚଳରେ ଦିନ ଦୁଇ ଘଣ୍ଟା ସମୟରୁ…

ମାଲକାନଗିରି ସୀମାନ୍ତରେ ଯବାନଙ୍କ ଗୁଳିରେ ଦୁଇ ମାଓବାଦୀ ନିହତ

ମାଲକାନଗିରି : ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡର ନାରାୟଣପୁର ଜିଲ୍ଲାରେ ଯବାନ ଓ ମାଓବାଦୀଙ୍କ ମଧ୍ୟରେ ବଡ ଧରଣର ଗୁଳି ବିନିମୟ ଘଟିଥିବା ବେଳେ ଏଥିରେ ଦୁଇ ମାଓବାଦୀ ନିହତ ସହ ବହୁ ଅସ୍ତ୍ରଶସ୍ତ୍ର ଜବତ ହୋଇଛି। ସୂଚନା ଅନୁଯାୟୀ ଛତିଶଗଡର ନାରାୟଣପୁର ଜିଲ୍ଲାରେ ଥିବା ଦୁର୍ଗମ ଓ ମାଓ…

ସମ୍ମାନ ଜନକ ବି ଭୋକାଲ ସିଏସ୍ଆର୍ ୨୫ ପୁରସ୍କାରରେ ସମ୍ମାନିତ ହେଲା ଟିପିଏସ୍ଓଡିଏଲ୍

ବ୍ରହ୍ମପୁର, ସେପ୍ଟେମ୍ବର: ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ (ଟିପିଏସ୍ଓଡିଏଲ୍) ସମ୍ମାନ ଜନକ ବି ଭୋକାଲ ସିଏସ୍ଆର୍ ୨୫ ପୁରସ୍କାରରେ ସମ୍ମାନିତ ହୋଇଛି। ଅର୍ଗାନିକ୍ ଫିଙ୍ଗର୍ ମିଲେଟକୁ ପ୍ରୋତ୍ସାହନ ଯୋଗାଉଥିବାରୁ ଶକ୍ତି ବର୍ଗରେ ଟିପିଏସ୍ଓଡିଏଲକୁ ଏହି ପୁରସ୍କାର ମିଳିଛି।…

ମାଲକାନଗିରି ଜିଲ୍ଲାରେ ୧୫ଟି କେନ୍ଦ୍ରରେ ୩୨୦୦ ଜଣ ଛାତ୍ରଛାତ୍ରୀ ବୃତ୍ତି ପରୀକ୍ଷା ଦେଲେ

ମାଲକାନଗିରି : ମାଲକାନଗିରି ଜିଲ୍ଲା ରେ ୧୫ ଟି କେନ୍ଦ୍ର ରେ ୩୨୦୦ ଜଣ ଛାତ୍ର ଛାତ୍ରୀ ବୃତ୍ତିପରୀକ୍ଷା ଦେଇଛନ୍ତି। ଆଜି ମାଲକାନାଗିରି ଜିଲ୍ଲା ରେ ପ୍ରାଥମିକ ବୃତ୍ତି ପରୀକ୍ଷା ଆୟୋଜନ କରାଯାଇଛି। ମାଧ୍ୟମିକ ଶିକ୍ଷା ପରିଷଦ କଟକ ଙ୍କ କାର୍ଯ୍ୟସୂଚୀ କ୍ରମେ ମାଲକାନାଗିରି ଜିଲ୍ଲାରେ ସମସ୍ତ ୭…

ପ୍ରବଳ ବର୍ଷା ପରେ ପୁଣି କଳିଙ୍ଗା ଘାଟିରେ ଅଘଟଣ : ପଥର ଖସିବା ପରେ ନିର୍ମାଣ କାମ ବନ୍ଦ

କନ୍ଧମାଳ : କଳିଙ୍ଗା ଘାଟିରେ ସୋମବାର ପୁଣି ଅଘଟଣ । ପ୍ରବଳ ବର୍ଷା ପରେ ପୁଣି ଖସିଲା ପଥର । ନିର୍ମାଣ କାର୍ଯ୍ଯ ଚାଲିଥିବା ବେଳେ ପଥର ଖସିଲା । ପ୍ରବଳ ବର୍ଷା ଏବଂ ପଥର ଖସିବା କାରଣରୁ ବନ୍ଦ ରହିଲା ନିର୍ମାଣ କାର୍ଯ୍ଯ । ଭୁସ୍ଖଳନ ପରେ ରାସ୍ତା କାମ ଚାଲିଥିବା ବେଳେ ପୁଣି ପାହାଡ ପାଣି ଆସି…

ବକ୍ସର-ଟାଟା ସୁପରଫାଷ୍ଟ ଏକ୍ସପ୍ରେସରେ ଅଗ୍ନିକାଣ୍ଡ, ଚଳନ୍ତା ଟ୍ରେନରୁ ଡେଇଁଲେ ଯାତ୍ରୀ

ଜାମତାରା : ଟ୍ରେନର ଏକ ବଗିରେ ହଠାତ୍ ଲାଗିଲା ନିଆଁ । ଅଳ୍ପକେ ବର୍ତିଲେ ଯାତ୍ରୀ । ଏଭଳି ଏକ ଘଟଣା ଘଟିଛି ଝାଡଖଣ୍ଡର ଜାମତାରା ଜିଲ୍ଲାରେ । ବକ୍ସର -ଟାଟା ସୁପରଫାଷ୍ଟ ନାମକ ଟ୍ରେନ ଆଜି ବଡ଼ ଦୁର୍ଘଟଣାରୁ ଟଳି ଯାଇଛି । ନୂଆଦିଲ୍ଲୀ-ହାୱଡା ଭାୟା ପାଟନା ସେକ୍ସନର ବିଦ୍ୟାସାଗର…

ଶୌଚାଳୟ ଖୋଜି ଖୋଜି ପାଇଲଟ କକପିଟ୍ ଖୋଲିଦେଲେ ଯାତ୍ରୀ

ବେଙ୍ଗାଲୁରୁ: ବେଙ୍ଗାଲୁରୁରୁ ବାରାଣସୀ ଯାଉଥିବା ଏୟାର ଇଣ୍ଡିଆ ଏକ୍ସପ୍ରେସ୍ ଫ୍ଲାଇଟ୍ IX 1086 ରେ ଜଣେ ଯାତ୍ରୀ କକପିଟ୍ ଭିତରକୁ ପ୍ରବେଶ କରିବାକୁ ଚେଷ୍ଟା କରିବା ନେଇ ସମସ୍ତ ଯାତ୍ରୀ ଏବଂ କ୍ରୁ ମେମ୍ବର ଭୟଭୀତ ହୋଇଯାଇଥିଲେ । ସବୁଠାରୁ ଆଶ୍ଚର୍ଯ୍ୟକର କଥା ହେଲା, ଯାତ୍ରୀ ଜଣକ ଠିକ୍…