ବାଦଲଫଟା ବର୍ଷାରେ ପୁଣି ଧୋଇଗଲା କଳିଙ୍ଗା ଘାଟି ରାସ୍ତା
କନ୍ଧମାଳ: ପୁଣି ବାଦଲ ଫଟା ବର୍ଷାରେ କଳିଙ୍ଗା ଘାଟି ରାସ୍ତା ଧୋଇହୋଇଯାଇଛି। ପାହାଡରୁ ପ୍ରବଳ ବର୍ଷା ପାଣି ଆସିବାରୁ ନିର୍ମାଣ ଲାଗି ପଡିଥିବା ପଥର , ବାଲି ଏବଂ ଗୋଡି ଧୋଇ ହୋଇଯାଇଛି। ଗତ ସେପ୍ଟେମ୍ବର ୧୬ ତାରିଖରେ କନ୍ଧମାଳ ଜିଲା ଜି. ଉଦୟଗିରି ଥାନା ଅନ୍ତର୍ଗତ କଳିଙ୍ଗା ଘାଟିରେ ଭୂସ୍ଖଳନ!-->…