ଚିକିତ୍ସା ଅବହେଳାରୁ ଚାଲିଗଲା ରୋଗୀଙ୍କ ଜୀବନ

ବଲାଙ୍ଗୀର : କଳାହାଣ୍ଡି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗ ହୋଇଛି। ଯାହାକୁ ନେଇ ଡାକ୍ତରଖାନାରେ ଉତ୍ତେଜନା ପ୍ରକାଶ ପାଇଛି ।  ସୂଚନା ଅନୁସାରେ ଜୁନାଗଡ ବ୍ଲକ ମକରସୋଲା ଗାଁର ଦୈମତି ଭୋଈଙ୍କୁ ୪ ଦିନ ହେବ ଜ୍ବର ହେଉଥିଲା। ଜ୍ବର ବଢିବାରୁ ସନ୍ଧ୍ୟା…

ପୂର୍ବ ଶତ୍ରୁତା, ଶୋଇଥିବା ବେଳେ ଦାଦାକୁ ହତ୍ୟା କଲା ପୁତୁରା

ଆନନ୍ଦପୁର : ଘରେ ଶୋଇଥିବା ବେଳେ ଟାଙ୍ଗିଆରେ ହାଣି ହତ୍ୟା । ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ପୁତୁରା ହତ୍ୟା କରିଥିବା ନେଇ ପରିବାରର ଅଭିଯୋଗ । ଆନନ୍ଦପୁର ଥାନା ସୁନ୍ଦୁରିଆ ଗାଁରେ ଘଟିଛି ହତ୍ୟାକାଣ୍ଡ । ଗାଁର ଜଗବନ୍ଧୁ ଦେଓଗାମ ରାତିରେ ଘରେ ଶୋଇଥିବା ବେଳେ ତାଙ୍କୁ ଟାଙ୍ଗିଆରେ…

ଫେରାର ବିଚାରାଧୀନ କଏଦୀଙ୍କ ମୃତଦେହ ଉଦ୍ଧାର

ରାଉରକେଲା : ଫେରାର କଏଦୀର ମୃତଦେହ ଉଦ୍ଧାର । ରାଉରକେଲା ସ୍ବତନ୍ତ୍ର କାରାଗାରରୁ ବିଚାରାଧୀନ ଫେରାର ହୋଇଥିବା କଏଦୀର ମୃତ ଦେହ ଉଦ୍ଧାର ।  ସ୍ବତନ୍ତ୍ର କାରାଗାରର ପଛପଟ ଦୂର୍ଗାପୁର ପାହାଡ ତଳ ଶିବ ମନ୍ଦିରର ନିକଟରୁ ମୃତଦେହ ଉଦ୍ଧାର । ମୃତ ବିଚାରଧୀନ କଏଦୀ ହେଲେ ୩୦ ବର୍ଷିୟ ସୁରେଶ ବାର୍ଲା…

ସ୍କୁଲ ଓ ଗଣଶିକ୍ଷା ବିଭାଗର ଅଧିକାରୀଙ୍କ ବଦଳି ଓ ପୋଷ୍ଟିଂ ନୀତି ଲାଗୁ କଲେ ରାଜ୍ୟ ସରକାର

ଭୁବନେଶ୍ୱର: ଓଡ଼ିଶା ସରକାର ସ୍କୁଲ ଏବଂ ଗଣଶିକ୍ଷା (S&ME) ବିଭାଗ ଅଧୀନରେ କାର୍ଯ୍ୟରତ ଅଧିକାରୀମାନଙ୍କ (ଶିକ୍ଷକ ବ୍ୟତୀତ) ପାଇଁ ବଦଳି ଏବଂ ପୋଷ୍ଟିଂ ନୀତି ପ୍ରଣୟନ କରିଛନ୍ତି । ସ୍କୁଲ ଏବଂ ଗଣଶିକ୍ଷା (S&ME) ବିଭାଗର କମିଶନର-କମ୍-ସଚିବ ଶାଳିନୀ ପଣ୍ଡିତଙ୍କ ଦ୍ୱାରା ଜାରି…

ଦେବାଶିଷଙ୍କୁ ଅଣାଦେଖା ? ବନ୍ଧୁ ମିଳନ କାର୍ଡରେ ନାହିଁ ନାଁ

କଟକ : ମହଙ୍ଗା ପଡିଲା କି ଶ୍ରୀମୟୀଙ୍କ ସପକ୍ଷରେ ବୟାନ। କଟକ ବିଜେଡିରେ ଗଡବଡ ନେଇ ବର୍ତ୍ତମାନ ଚର୍ଚ୍ଚା ଚାଲିଛି। ଦଶହରା ବନ୍ଧୁ ମିଳନ କାର୍ଯ୍ୟକ୍ରମ ପାଇଁ ଛପା ଯାଇଥିବା କାର୍ଡରେ ବିଜେଡି ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟଙ୍କ ନାଁ ନାହିଁ। ଆସନ୍ତା ୨୬ ତାରିଖରେ କଟକ ବିଜେଡି ପକ୍ଷରୁ…

ଓଡ଼ଗାଁ ଏନଏସିରେ ସ୍ବଚ୍ଛତା ହିଁ ସେବା କାର୍ଯ୍ୟକ୍ରମ

ନୟାଗଡ଼ : ନୟାଗଡ଼ ଜିଲ୍ଲା ଓଡ଼ଗାଁ ଏନଏସି ରେ ସ୍ବଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ଅବସରରେ ସେପ୍ଟେମ୍ବର ୧୭ ତାରିଖରୁ ସଫେଇ କାର୍ଯ୍ୟ ସହିତ ସଚେତନତା ଅଭିଯାନ ଚାଲୁ ରହିଛି । ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ବର୍ଜ୍ୟବସ୍ତୁ ପ୍ରକ୍ରିୟା କରଣ ଓ ପରିଚାଳନା କେନ୍ଦ୍ର ବୁଲି ବ୍ୟବହାରିକ…

ବୃଦ୍ଧଙ୍କୁ କଚାଡି ମାରି ଦେଲା ଦନ୍ତା

ଚମ୍ପୁଆ: ଚମ୍ପୁଆ ବନାଞ୍ଚଳରେ ଗୋଠଛଡା ଦନ୍ତାଙ୍କ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି । ମୃତକ ଚମ୍ପୁଆ ଥାନା ଅନ୍ତର୍ଗତ ସୁନାପଶି ପଞ୍ଚାୟତ ଯୋଡା ପୋଖରୀ ଗ୍ରାମର ନରୋତ୍ତମ ମହାନ୍ତ, ଏବଂ ତାଙ୍କ ବୟସ ୬୫ ବୋଲି ଜଣାପଡିଛି । ମିଳିଥିବା ସୂଚନା ଅନୁସାରେ ଆଜି ଭୋର…

ମଦମୁକ୍ତ ଓଡ଼ିଶା ନା ମଦବୃଦ୍ଧି ଓଡ଼ିଶା : ମାନବ ଅଧିକାର ସୁରକ୍ଷା ମଞ୍ଚ

ନିର୍ବାଚନ ଇସ୍ତାହାର କୁଆଡେ ଗଲା : ଏମ.ଏ.ଏସ.ଏମ ବ୍ରହ୍ମପୁର : ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମ ଦିବସ ଅବସରରେ ଆଜି ରାଜ୍ୟ ସରକାରଙ୍କ ପକ୍ଷରୁ ଭୁବନେଶ୍ବରର କଳିଙ୍ଗ ଷ୍ଟାଡିୟମ୍ ଠାରୁ ଜନତା ମଇଦାନ ପର୍ଯ୍ୟନ୍ତ ଏକ ଗଣ ଦୌଡ଼ର ଆୟୋଜନ ହୋଇଛି l ନିଶାମୁକ୍ତ ଭାରତ…

ମହାଳୟାରେ ବାଲୁଙ୍କେଶ୍ୱର ଘାଟରେ ତିଳ ତର୍ପଣ

ସମ୍ବଲପୁର: ପବିତ୍ର ମହାଳୟା ତିଥି ଅବସରରେ ସମ୍ବଲପୁର ମହାନଦୀର ପଠାରେ ଥିବା ବାଲୁଙ୍କେଶ୍ୱର ଘାଟରେ  ପୂର୍ବ ପୁରୁଷଙ୍କ ଉଦ୍ଦେଶ୍ୟରେ ତିଳତର୍ପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପୁରାତନ କାଳରୁ ଏହି ଘାଟରେ ତିଳ ତର୍ପଣର କାର୍ଯ୍ୟକ୍ରମ ଚାଲି ଆସୁଥିବା ବେଳେ ରବିବାର ଏହି ଧାର୍ମିକ…

ଶୌଚାଳୟ ନିର୍ମାଣରେ ଦୁର୍ନୀତି, ଉଦଘାଟନ ଦିନ ୧୦ ଲକ୍ଷ, ଉଦଘାଟନ ପରେ ୨୦ ଲକ୍ଷ !

ମୁଖୀଗୁଡା: କଳାହାଣ୍ଡି ଜିଲ୍ଲା ଜୟପାଟଣାର ବହୁ ପ୍ରତିକ୍ଷୀତ ଶୌଚାଳୟ ଲାଞ୍ଜିଗଡ଼ ବିଧାୟକଙ୍କ ପ୍ରଦୀପ କୁମାର ଦିଶାରୀଙ୍କ ଦ୍ଵାରା ଗତ ୧୪ତାରିଖରେ ଉଦ୍ଘାଟନ ହେବା ୫ଦିନ ପରେ ଆଉ ଏକ ସୂଚନା ଫଳକ ଲଗାଯିବା ଅନୁଦାନ ଅର୍ଥ ବିନିଯୋଗକୁ ନେଇ ସାଧାରଣରେ ସନ୍ଧେହ ସୃଷ୍ଟି ହୋଇଛି । ଗତ ୧୪ତାରିଖରେ…