୨୫ରେ ଆଉ ଏକ ଲଘୁଚାପ, ୨୮ ତାରିଖ ଯାଏଁ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ବର: ଆସୁଛି ଆଉ ୩ଟି ଲଘୁଚାପ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି, କାରଣ, ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ମିଆଁମାର ଉପକୂଳ ଉପରେ ସମୁଦ୍ର ପତ୍ତନଠାରୁ ୩.୧ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ ଏକ ଘୂର୍ଣ୍ଣିବଳୟ!-->…