ବାରିପଦାରେ ଟ୍ରାକ୍ ଧସିବାରୁ ଏକାଧିକ ଟ୍ରେନ୍ ବାତିଲ

ବାରିପଦା: ରାଜ୍ୟରେ ଲାଗି ରହିଥିବା ଲଘୁଚାପ ଜନିତ ପ୍ରବଳ ବର୍ଷା ଯୋଗୁଁ ମୟୂରଭଞ୍ଜ ଜିଲ୍ଲା ବାରିପଦା ସହରରେ ସ୍ୱାଭାବିକ ଜୀବନଯାତ୍ରା ଗୁରୁତର ଭାବେ ପ୍ରଭାବିତ ହୋଇଛି। ଲଗାଣ ବର୍ଷା କାରଣରୁ ସୋମବାର ଦିନ ବାରିପଦା ଷ୍ଟେସନ୍ ମାର୍କେଟ୍ ଅଞ୍ଚଳରେ ଥିବା ସୁଙ୍ଗାଡିଆ ନିକଟରେ ରେଳଧାରଣା…

ହୀରାକୁଦରେ ବଢୁଛି ବନ୍ୟାଜଳ ପରିମାଣ, ଖୋଲିଲା ଆଉ ୫ଟି ଗେଟ୍‌

ବୁର୍ଲା : ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡରେ ବର୍ଷା ପରିମାଣ ବୃଦ୍ଧି ଯୋଗୁଁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ଅତ୍ୟଧକ ବନ୍ୟାଜଳ ପ୍ରବେଶ କରିବା ଆରମ୍ଭ କରିଛି। ଫଳରେ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଜଳଭଣ୍ଡାରରୁ ବନ୍ୟାଜଳ ନିଷ୍କାସନ ପାଇଁ ସୋମବାର…

ଦାୟିତ୍ୱ ଗ୍ରହଣ ପରେ ମହାପ୍ରଭୁଙ୍କ ଆଶିଷ ନେଲେ ଅତିରିକ୍ତ ଡିଜିପି ବିନୟତୋଷ ମିଶ୍ର

ପୁରୀ: ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ ଲୋଡ଼ିଲେ ଓଡ଼ିଶାର ନୂଆ ଅତିରିକ୍ତ ପୋଲିସ ମୁଖ୍ୟ ବିନୟତୋଷ ମିଶ୍ର। ଆନୁଷ୍ଠାନିକ ଭାବରେ ଦାୟିତ୍ୱ ଗ୍ରହଣ ପରେ ମହିଳା ସୁରକ୍ଷା, ସାଇବର ଅପରାଧ ଦମନ ଏବଂ ପର୍ବ ସୁରକ୍ଷାକୁ ପ୍ରାଥମିକତା ଦେଇଛନ୍ତି ନୂଆ ଅତିରିକ୍ତ ପୋଲିସ ମୁଖ୍ୟ।…

 ନିମଖଣ୍ଡି ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ…

ବ୍ରହ୍ମପୁର //ନିମଖଣ୍ଡି: ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପ୍ରାଙ୍ଗଣରେ ଆଜି ଅତ୍ୟନ୍ତ ଉତ୍ସାହ ଓ ଗୌରବର ସହିତ ୮୦ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି। ବିଦ୍ୟାଳୟର ପରିଚାଳନା ସମିତି ସଭାପତି ଦେବୀ ପ୍ରସାଦ ନନ୍ଦଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ ଅବସରପ୍ରାପ୍ତ ଆରକ୍ଷୀ…

ବ୍ରହ୍ମପୁରୀ ପାଟ ପିନ୍ଧି ହୃଷୀକେଶ ସୁଦୀପ୍ତା ଇଫିଲ ଟୱାର ପ୍ୟାରିସରେ ପାଳିଲେ ସ୍ୱାଧିନତା ଦିବସ

ବ୍ରହ୍ମପୁର : ଇଣ୍ଡିଆ ବୁକ ରେକର୍ଡସ ଦ୍ୱାରା ମାନ୍ୟତା ପ୍ରାପ୍ତ ଭାରତର ଏକମାତ୍ର ଉପସ୍ଥାପକ ଦମ୍ପତ୍ତି ବ୍ରହ୍ମପୁର ଋ ହୃଷୀକେଶ ଓ ସୁଦୀପ୍ତା ପ୍ୟାରିସ ଠାରେ ପାଳନ କରିଛନ୍ତି ୮୦ ତମ ସ୍ୱାଧିନତା ଦିବସ। ଏହି ବିରଳ ସ୍ମରଣୀୟ ମୁହୁ୍ର୍ତ୍ତ ଆୟୋଜିତ ହୋଇଥିଲା ପ୍ୟାରିସ ର ବିଶ୍ୱ ପ୍ରସିଦ୍ଧ…

ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ଦ୍ଵାରା ବିଭିନ୍ନ ଅଞ୍ଚଳ ପରିଦର୍ଶନ ସହ ସ୍ଥିତି ସମୀକ୍ଷା

ମହିଳାଙ୍କୁ ସ୍ୱାବଲମ୍ବୀ କରି ଗଢ଼ିବା ପାଇଁ ସହାୟତା ସାମଗ୍ରୀ ବଣ୍ଟନ କାହ୍ନାକୁଣ୍ଡ ହେବ ଅନ୍ତର୍ଜାତୀୟ ପର୍ଯ୍ୟଟନସ୍ଥଳୀ ସୁନ୍ଦରଗଡ଼ : ଜିଲ୍ଲା ସ୍ତରୀୟ ସ୍ୱାଧୀନତା ଦିବସ ଉପଲକ୍ଷେ ଗତକାଲି ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମୁଖ୍ୟ ଅତିଥି ଭାବେ ଯୋଗଦାନ କରିବା ସହିତ ଜିଲ୍ଲାର…

ଆସିକା ଏସ୍ଡ଼ିପିଓ ଙ୍କୁ ବଡ଼ ସଫଳତା : ଛତିଶଗଡ଼ ରୁ ଚୋରୀ ହୋଇଥିବା ୫୦ ଲକ୍ଷ ଟଙ୍କାର ସୁନା ରୁପା ଅଳଙ୍କାର ସୋରଡ଼ା…

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ଆସିକା ଏସ୍ଡ଼ିପିଓ ଅଧୀନରେ ଥିବା ସୋରଡ଼ା ଥାନା ଅଞ୍ଚଳରୁ ଛତିଶଗଡ ଅଞ୍ଚଳରୁ ଚୋରୀ ହୋଇଥିବା ପ୍ରାୟ ୫୦ ଲକ୍ଷ ଟଙ୍କାର ସୁନା ରୁପା ଅଳଙ୍କାର ପୋଲିସ ଜବତ କରିଛି। ଛତିଶଗଡ଼ ରାଜ୍ୟର ସରଗୁଜା ଜିଲ୍ଲା ଥାନା ସୀତାପୁର ଅଞ୍ଚଳର ଗହଣା ଦୋକାନୀ କାଶୀ ବିଶ୍ଵନାଥ…

ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ଜୟପୁର ସ୍ଥିତ ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ : 22 କୋଟି ଟଙ୍କା ବ୍ୟୟରେ ନବନିର୍ମିତ ଗୁରୁତର…

ଶହୀଦ ଲକ୍ଷ୍ମଣ ନାଏକ ମେଡିକାଲ କଲେଜ ଓ ହସ୍ପିଟାଲରେ ସ୍ୱାସ୍ଥ୍ୟସେବା ଓ ଭିତ୍ତିଭୂମିର ସମୀକ୍ଷା ବୈଠକ l କୋରାପୁଟ : ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଜୟପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ କରିଛନ୍ତି । ଚିକିତ୍ସାଳୟ ପରିସରରେ 22 କୋଟି ଟଙ୍କା ବ୍ୟୟରେ ନବନିର୍ମିତ…

ବାଲେଶ୍ଵର ଜିଲ୍ଲାରେ ଲଗାଣ ବର୍ଷା, ୪୨୬୦୦ ଲୋକଙ୍କୁ ସ୍ଥାନାନ୍ତର କଲା ପ୍ରଶାସନ

ବାଲେଶ୍ଵର : ବାଲେଶ୍ଵର ଜିଲ୍ଲାରେ ଲଗାଣ ବର୍ଷାରେ ବେହାଲ୍ ସମସ୍ତ ବ୍ଲକ୍ । ବାଲେଶ୍ଵର ଜିଲ୍ଲାର ୧୨ ଟି ବ୍ଲକ୍ ମଧ୍ୟରୁ ଭୋଗରାଇ , ଜଳେଶ୍ୱର, ବାଲିଆପାଳ, ବସ୍ତା,ସଦର,ରେମୁଣା ଓ ବାହାନଗା ବ୍ଲକ୍ ପ୍ରଭାବିତ ହୋଇଛି । ସେଥି ମଧ୍ୟରୁ ୯୬ଟି ପଞ୍ଚାୟତ ୪୪୬ଟି ଗାଁ ବନ୍ୟା ଦ୍ୱାରା ପ୍ରଭାବିତ ହୋଇଛି…

ପୋଲାଣ୍ଡରେ ବସ୍ ଓଲଟି ୧୨ ମୃତ, ଅନେକ ଗୁରୁତର

ହଙ୍ଗେରୀ : ହଙ୍ଗେରୀରେ ଏକ ଜାତୀୟ ରାଜପଥରେ ପୋଲାଣ୍ଡର ଏକ ଯାତ୍ରୀବାହୀ ବସ୍ ଓଲଟି ପଡିଛି । ଫଳରେ ୧୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନେକ ଗୁରୁତର ଆହତ ହୋଇଛନ୍ତି । ସର୍ବିଆରୁ ପୋଲାଣ୍ଡ ଅଭିମୁଖେ ୫୭ ଜଣ ଯାତ୍ରୀକୁ ନେଇ ଯାଉଥିବା ବସଟି ବୁଦାପେଷ୍ଟର ପୂର୍ବରେ ଥିବା ଏମ୍୩ ହାଇୱେରେ…