ରାଜ୍ୟ ସରକାରଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଲା କଂଗ୍ରେସ

ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ । ଅନାସ୍ଥା ପ୍ରସ୍ତାବ ଆଣିଲା ରାଜ୍ୟ କଂଗ୍ରେସ। ୧୫ ବିଧାୟକଙ୍କ ଦସ୍ତଖତ ଥିବା ଅନାସ୍ଥା ପ୍ରସ୍ତାବ ଆଣିଲା। ବିଧାନସଭା ସଚିବଙ୍କୁ ଭେଟି ଅନାସ୍ଥା ପ୍ରସ୍ତାବ ଦେଲା କଂଗ୍ରେସ । ଅନ୍ୟପଟେ ବିରୋଧୀ ବିଜେଡି କିନ୍ତୁ…

ସୁଭଦ୍ରା ହିତାଧିକାରୀଙ୍କୁ ମିଳିବ ପେନସନ, ବୟସ୍କ ଓ ଦୁର୍ବଳମାନଙ୍କୁ ଦିଆଯିବ ପ୍ରାଥମିକତା

ଭୁବନେଶ୍ଵର : ୬୦ ବର୍ଷ ପରେ ସୁଭଦ୍ରା ହିତାଧିକାରୀଙ୍କୁ ମିଳିବ ପେନସନ୍ । ମଧୁ ବାବୁ ପେନସନ ଯୋଜନା ଏବଂ ଜାତୀୟ ସାମାଜିକ ସହାୟତା କାର୍ଯ୍ୟକ୍ରମ (NSAP)ରେ ସୁଭଦ୍ରା ଯୋଜନାର ପୂର୍ବ ହିତାଧିକାରୀଙ୍କୁ ଅନ୍ତର୍ଭୁକ୍ତ କରିବାକୁ ଚିଠି ଲେଖିଛି ସାମାଜିକ ସୁରକ୍ଷା ବିଭାଗ । ୬୦ ବର୍ଷ ପରେ…

ଫସଲ ନଷ୍ଟ କଲେ ଗୋରୁ, ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାରଣାରେ ବସିଲେ ୨୨ ପରିବାର

ନବରଙ୍ଗପୁର: ଜଙ୍ଗଲ ଜମିରେ ଫସଲ ନଷ୍ଟ କଲେ ଗୋରୁ । ଅଭିନବ ପ୍ରତିବାଦରେ ୨୨ ପରିବାର। ଉମରକୋଟର ଜଙ୍ଗଲ ଜମିରେ ହୋଇଥିବା ଚାଷକୁ ଦୁଇ ବନ ସୁରକ୍ଷା ସମିତିର ସଦସ୍ୟ ଗୋରୁ ଚୋରେଇ ଫସଲ ନଷ୍ଟ କରିଦେଇଥିବା ଅଭିଯୋଗ ହୋଇଛି । ଏନେଇ ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ…

ବୁଲା କୁକୁର ଗଣନା ଆରମ୍ଭ କଲା ବିଏମ୍‌ସି

ଭୁବନେଶ୍ବର: ପ୍ରଥମ ଥର ପାଇଁ ବୁଲାକୁକୁର ଗଣନା ଭୁବନେଶ୍ବରରେ ଆରମ୍ଭ ହେଲା । ଗୁରୁବାର ଠାରୁ ଭୁବନେଶ୍ୱର ମହାନଗର ନିଗମ(ବିଏମସି) ପକ୍ଷରୁ କୁକୁର ଘଣନା ଆରମ୍ଭ ହୋଇଛି । ଗୁରୁବାର ଭୋର ୫ଟା ରୁ ବିଏମସି ଅଧିକାରୀଙ୍କ ସମେତ ଅନ୍ୟ କର୍ମଚାରୀମାନେ ବିଭିନ୍ନ ୱାର୍ଡ ଏବଂ ଗଳିକନ୍ଦିରେ ବୁଲତ କୁକୁର…

ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ : ଦିବଙ୍ଗତ ସଦସ୍ୟଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ…

ଭୁବନେଶ୍ବର: ଆରମ୍ଭ ହେଲା ବିଧାନସଭା ମୌସୁମୀ ଅଧିବେଶନ । ଅଧିବେଶନର ପ୍ରଥମ କାର୍ଯ୍ୟ ଦିବସରେ ଦିବଙ୍ଗତ ସଦସ୍ୟଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ ହୋଇଚି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକ ପ୍ରସ୍ତାବ ଆଗତ କରିଛନ୍ତି । ଏହାପରେ ଆସନ୍ତାକାଲି ପର୍ଯ୍ୟନ୍ତ ଗୃହକୁ ମୁଲତବି ରଖିଛନ୍ତି…

ରାଜ୍ ୟୁଥ୍ ଫାଉଣ୍ଡେସନ୍ ର ବୁଦ୍ଧିଜୀବି ସମ୍ମିଳନୀ ଓ ପ୍ରତିଭା ସମ୍ମାନ ସମାରୋହ-୨୦୨୫ ଅନୁଷ୍ଠିତ

ନୟାଗଡ : ନୟାଗଡ଼ ଏବଂ ଖୋର୍ଦ୍ଧା ଜିଲ୍ଲାର ସଂଯୋଗସ୍ଥଳ ବୋଲଗଡ଼ ବ୍ଲକ୍ ଅନ୍ତର୍ଗତ ରାଜସୁନାଖଳାସ୍ଥିତ ବିଜୁ ପଟ୍ଟନାୟକ କଲ୍ୟାଣୀ ମଣ୍ଡପ ସଭାଗୃହରେ ରାଜ୍ ୟୁଥ୍ ଫାଉଣ୍ଡେସନ, ରାଜସୁନାଖଳା ପକ୍ଷରୁ ବୁଦ୍ଧିଜୀବି ସମ୍ମିଳନୀ ଓ ପ୍ରତିଭା ସମ୍ମାନ-୨୦୨୫ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି l…

ନବରଙ୍ଗପୁର ଜିଲ୍ଲା ରେ ଭୁଷୁଡୁଛି ଶିକ୍ଷା ବ୍ୟବସ୍ଥା :୨୪୫ ଛାତ୍ରୀ ପାଇଁ ୨ ଜଣ ଶିକ୍ଷୟିତ୍ରୀ…

ଶିକ୍ଷା ମନ୍ତ୍ରୀଙ୍କ ଅଞ୍ଚଳ ରେ ଶିକ୍ଷକ ମରୁଡି.. ପାଠ ପଢା ଠପ ଉମରକୋଟ /ଝରିଗାଁ (୧୭/୦୯/୨୦୨୫) ବରଙ୍ଗପୁର ଜିଲ୍ଲାର ଝରିଗାଁ ବ୍ଲକ ଅନ୍ତର୍ଗତ ବଣୁଆଗୁଡ଼ା ପଂଚାୟତର ପଲସଗାଁ ସ୍ଥିତ ରମାଦେବୀ ଆବାସିକ ବାଳିକା ଉଚ୍ଚ ବିଦ୍ୟାଳୟରେ ଗୁରୁତର ଶିକ୍ଷକ ସମସ୍ୟା ସୃଷ୍ଟି ହୋଇଥିବା ଅଭିଯୋଗ…

ଡାରୱିନ୍ ମେମୋରିଆଲ୍ ଡିଗ୍ରୀ କଲେଜ ପକ୍ଷରୁ ଦଣ୍ଡସେନାଗୁଡ଼ା ଠାରେ ଏନ୍ ଏସ୍ ଏସ୍ ର ସ୍ଵତନ୍ତ୍ର ଶିବିର ଉଦଘାଟିତ…

ମାଲକାନଗିରି : ମାଲକାନଗିରିର ଡାରୱିନ୍ ମେମୋରିଆଲ୍ ଡିଗ୍ରୀ କଲେଜ, କୁଡୁମୁଲୁଗୁମ୍ମା, ଜିଲ୍ଲା-ମାଲକାନଗିରିର NSS ସହ-ୟୁନିଟ୍ ୧ ପକ୍ଷରୁ ୧୭.୦୯.୨୦୨୩ ରେ ସ୍ଥାନୀୟ ଦଣ୍ଡସେନାଗୁଡ଼ା ଠାରେ NSS ସ୍ୱତନ୍ତ୍ର ଶିବିରର ଶୁଭାରମ୍ଭ ହୋଇଯାଇଛି। ସମ୍ମାନିତ ଅଧ୍ୟକ୍ଷ ଅଶୋକ କୁମାର ପ୍ରଧାନ, ଓଡ଼ିଆ…

ମାଲକାନଗିରି ଉପଖଣ୍ଡ ଚିକିତ୍ସାଳୟରେ ଏକ୍ସରେ ମେସିନ ବାରମ୍ବାର ଖରାପ ରୋଗୀ ହନ୍ତସନ୍ତ…

ମାଲକାନଗିରି ୧୯,୦୯ ରାଜ୍ୟ ସରକାର ଶିକ୍ଷା ଓ ସ୍ୱାସ୍ଥ୍ୟ ଉପରେ ଗୁରୁତ୍ୱ ଦେଉଛନ୍ତି।ବିଶେଷ କରି ରାଜ୍ୟ ସରକାର ଏବେ ସ୍ୱାସ୍ଥ୍ୟ ଉପରେ ଅଧିକରୁ ଅଧିକ ଗୁରୁତ୍ୱ ଦେଇଛନ୍ତି।କିନ୍ତୁ ଅନେକ ମେଡ଼ିକାଲ ରେ ଭିତ୍ତିଭୂମି ଅଭାବରୁ ନିରୀହ ଗରିବ ରୋଗୀ ମାନଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ କୁ…