ନକଲି ସାର୍ଟିଫିକେଟ ମାମଲାରେ ବଲାଙ୍ଗିର DEO ଅଫିସରେ କ୍ରାଇମବ୍ରାଞ୍ଚର ରେଡ୍
ବଲାଙ୍ଗିର: ବଲାଙ୍ଗିର DEO ଅଫିସରେ କ୍ରାଇମବ୍ରାଞ୍ଚ। ନକଲି ସାର୍ଟିଫିକେଟ ମାମଲାରେ ଖୋଳତାଡ଼। ବଲାଙ୍ଗିର ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ କ୍ରାଇମବ୍ରାଞ୍ଚ ଟିମ୍ ତନାଘନା। ଅତିରିକ୍ତ ଏସ୍ ପି ବିକାଶ ରଞ୍ଜନ ବେଉରିଆଙ୍କ ନେତୃତ୍ବରେ ରେଡ୍ ଚାଲିଛି ।
ନକଲି!-->!-->!-->…