କୋରାପୁଟରେ ଗ୍ରୀନପ୍ଲାଏ ସାଣ୍ଡିଲା ପ୍ରାଇଭେଟ୍ ଲିମିଟେଡର ଭିତ୍ତିପ୍ରସ୍ତର ସ୍ଥାପନ : ୬୦୬ କୋଟି ଟଙ୍କାର ନିବେଶ, ୧୩୦୦…
କୋରାପୁଟ : କୋରାପୁଟ ଜିଲ୍ଲାର ସେମିଳିଗୁଡା ବ୍ଲକ ଅନ୍ତର୍ଗତ ରାଣୀକଣା ଓ ଲୁଙ୍ଗୁରୀ ଠାରେ ଆଜି ଗ୍ରୀନପ୍ଲାଏ ସାଣ୍ଡିଲା ପ୍ରାଇଭେଟ୍ ଲିମିଟେଡ୍ କମ୍ପାନୀର ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଓଡିଶାର!-->!-->!-->…