କ୍ରାନ୍ତି,ବ୍ରହ୍ମପୁର ତରଫରୁ ଦେଶାତ୍ମବୋଧକ ସାଂସ୍କୃତିକ କାର୍ଯ୍ୟକ୍ରମ “ମା’ ତୁଝେ ସଲାମ୍‌ – ୨୦୨୬” ରେ ଆହ୍ୱାନ

" ଶିଶୁମାନେ ହେଉଛନ୍ତି ଦେଶର ଭବିଷ୍ୟତ, ଏମାନଙ୍କୁ ସ୍ୱାଧୀନତା ଦିବସରେ ଦିଅନ୍ତୁ ଦେଶପ୍ରେମର ବାର୍ତ୍ତା ସହପିଲାମାନଙ୍କୁ ନିଶା ଆଉ ମୋବାଇଲ୍ ଠାରୁ ଦୂରେଇ ରଖନ୍ତୁ,ସେମାନଙ୍କର ମାନସିକ ଓ ଶାରୀରିକ ବିକାଶ ପାଇଁ ଯତ୍ନ ନିଅନ୍ତୁ।" ବ୍ରହ୍ମପୁର : ୮୦ ତମ ସ୍ଵାଧୀନତା ଦିବସ ଅବସରରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ୨୧ ଯାଏ ଜାରି ରହିବ ପ୍ରବଳ ବର୍ଷା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ରବିବାର ପ୍ରତ୍ୟୁଷରେ ଏକ ନୂଆ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ପ୍ରାୟ ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅଧିକ ସ୍ପଷ୍ଟ ହେବାର ସମ୍ଭାବନା ଅଛି ବୋଲି ଭାରତୀୟ…

ବାଲୁଗାଁ ଆଇଆଇସି ଶ୍ରଦ୍ଧା ନାୟକଙ୍କ ଉପସ୍ଥିତିରେ ଗବପଦରରେ ରକ୍ତଦାନ ଶିବିର ଉତ୍ସବ ଅନୁଷ୍ଠିତ

ବାଲୁଗାଁ : ଦେଶର ୮୦ ତମ ସ୍ୱାଧୀନତା ଦିବସ ଅବସରରେ ଅଠରବାଟିଆ ପଞ୍ଚାୟତ ଅନ୍ତର୍ଗତ ଗବପଦର ଗ୍ରାମର ସନ୍ତୋଷୀ କ୍ଲବ ଉଦ୍ୟମରେ ଏକ ବୃହତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି | ଦେଶସେବା ସହ ମାନବସେବାର ବାର୍ତ୍ତା ଦେବା ଉଦ୍ଦେଶ୍ୟରେ ଆୟୋଜିତ ଏହି ଶିବିରେ ଗ୍ରାମବାସୀଙ୍କ ମଧ୍ୟରେ ବ୍ୟାପକ…

୧୫ ଅଗଷ୍ଟରେ ନେତାଜୀ ଆଜାଦ ହିନ୍ଦ ସ୍ପୋର୍ଟିଂ କ୍ଲବ ପକ୍ଷରୁ ଆନ୍ତଃରାଜ୍ୟ ଫୁଟବଲ ଟୁର୍ଣ୍ଣାମେଣ୍ଟ, ଫୁଲବାଣୀ ଦଳ…

ଉମରକୋଟ/ଖୁଟୁଗୁଡ଼ା : ନେତାଜୀ ଆଜାଦ ହିନ୍ଦ ସ୍ପୋର୍ଟିଂ କ୍ଲବ, ୟୁ.ଭି. ୮ ନଂ ଖୁଟୁଗୁଡ଼ା ପକ୍ଷରୁ ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ସ୍ୱାଧୀନତା ଦିବସ ୧୫ ଅଗଷ୍ଟ ଅବସରରେ ଏକଦିବସୀୟ ଅନ୍ତର୍ରାଜ୍ୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଧୁମଧାମରେ ଆୟୋଜିତ ହୋଇ ସଫଳତାର ସହିତ ସମାପ୍ତ ହୋଇଛି। ଏହି…

ସୁରକ୍ଷିତ, ସଶକ୍ତ ଓ ଆଧୁନିକ ଓଡ଼ିଶା ଗଠନ ଦିଗରେ ଓଡ଼ିଶା ପୋଲିସର ଉଲ୍ଲେଖନୀୟ ପଦକ୍ଷେପ

ନିଶାମୁକ୍ତ ଓଡ଼ିଶା ସହ ଆଧୁନିକ ପୋଲିସ ବାହିନୀ ଗଠନ ଆମର ଲକ୍ଷ୍ୟ: ଡିଜିପି ଭୁବନେଶ୍ୱର, : ଅଗଷ୍ଟ ୨୦୨୪ରୁ ଜୁଲାଇ ୨୦୨୬ ମଧ୍ୟରେ ଆଇନ-ଶୃଙ୍ଖଳା ରକ୍ଷା, ଅପରାଧ ନିୟନ୍ତ୍ରଣ, ନକ୍ସଲ ଦମନ, ନିଶାଦ୍ରବ୍ୟ ବିରୋଧୀ ଅଭିଯାନ, ମହିଳା ଓ ଶିଶୁ ସୁରକ୍ଷା, ସାଇବର ଅପରାଧ ଦମନ, ଉପକୂଳ ସୁରକ୍ଷା,…

ବ୍ରହ୍ମପୁର ଉପଖଣ୍ଡରେ ସ୍ଵାଧୀନତା ଦିବସ ପାଳନ

ଅମୃତ କାଳରେ ଆତ୍ମନିର୍ଭର ଭାରତର ଆହ୍ବାନ ବିକଶିତ ଭାରତର ମଜଭୁତ୍ ଭିତ୍ତି ସ୍ଥାପନ କରିଛି - ଦକ୍ଷିଣାଞ୍ଚଳ ରାଜସ୍ୱ ଆୟୁକ୍ତ ବ୍ରହ୍ମପୁର : ବ୍ରହ୍ମପୁର ଉପଖଣ୍ଡସ୍ତରୀୟ ୮୦ତମ ପବିତ୍ର ସ୍ୱାଧୀନତା ଦିବସ ମହା ସମାରୋହରେ ପାଳନ ହୋଇଛି l ଖଲ୍ଲିକୋଟ ଏକକ ବିଶ୍ଵବିଦ୍ୟାଳୟ ଷ୍ଟାଡ଼ିୟମ ଠାରେ…

ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ଠାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ବିପୁଳ ଉତ୍ସାହ ଓ ଉଦ୍ଦୀପନା ର ସହ ପାଳନ ହୋଇଯାଇଛି l ଏହି ଅବସରରେ ପ୍ରତ୍ୟୁଷରୁ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ବିଭାଗ ତରଫରୁ ସମଗ୍ର ସହରରେ ରାମଧୁନ ପରିବେଷଣ କରାଯାଇଥିଲା l ସକାଳ ୭ ଘଣ୍ଟ…

ଶାଳିଆ ପ୍ରେସ କ୍ଲବ ତରଫରୁ ସ୍ୱାଧୀନତା ଦିବସ ପାଳିତ

ଚିଲିକା (ସଂଗ୍ରାମ ରଣା ) : ଚିଲିକା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବାଲୁଗାଁ ସ୍ଥିତ ଶାଳିଆ ପ୍ରେସ କ୍ଲବ ପକ୍ଷରୁ କ୍ଳବ ପରିସରରେ ୮୦ ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି।ବରିଷ୍ଠ ସମାଜସେବୀ ସୁନୀଲ ମାନସିଂହ ଜାତୀୟ ପତାକା ଉତ୍ତୋଳନ କରିଥିବା ବେଳେ ସଭାପତି ଅଜିତ କୁମାର ସାହୁ ଜାତୀୟ…

ରାଉରକେଲା ପୋଲିସକୁ ବଡ଼ ସଫଳତା: ଚୋରି ଟଙ୍କାରେ କାର୍ କିଣିଥିବା ଅଭିଯୁକ୍ତ ଗିରଫ, ସମ୍ପତ୍ତି ଉଦ୍ଧାର

ବୀରମିତ୍ରପୁର : ସୁନ୍ଦରଗଡ଼ ଜିଲ୍ଲା ରାଉରକେଲା ଅନ୍ତର୍ଗତ ଛେଣ୍ଡ ଥାନା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଦୁଇଟି ପୃଥକ ଘରୁ ଚୋରି ମାମଲାର ପର୍ଦ୍ଦାଫାଶ କରିବା ସହ ଏକ ଆନ୍ତଃ-ଜିଲ୍ଲା ଚୋରି ଗ୍ୟାଙ୍ଗର ପର୍ଦ୍ଦାଫାଶ କରିବାରେ ପୋଲିସ ସଫଳ ହୋଇଛି। ଏହି ମାମଲାରେ ଜଣେ ଅଭିଯୁକ୍ତକୁ ଗିରଫ…

ମୋ ପ୍ରିୟ ରାଜସୁନାଖଳା ଯୁବ କମିଟି ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ

ନୟାଗଡ଼ (ନିସର୍ତ୍ତ): ନୟାଗଡ଼ ଜିଲ୍ଲା ରଣପୁର ବ୍ଲକ ଅନ୍ତର୍ଗତ ରାଜସୁନାଖଳା ସ୍ଥିତ ମୋ ପ୍ରିୟ ରାଜସୁନାଖଳା ଯୁବ କମିଟି ସଂଯୋଜକ ଶଚିକାନ୍ତ ଷଡ଼ଙ୍ଗୀଙ୍କ ଦ୍ୱାରା ଆୟୋଜିତ ରକ୍ତଦାନ ଶିବିର ଶନିବାର ରାଜସୁନାଖଳା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ପରିସରରେ ଅନୁଷ୍ଠିତ ହୋଇଯାଇଅଛି । ଏହି…