ସ୍କୁଲ ସହ ମିଶିବ ଅଙ୍ଗନବାଡି ! ପିଲାଙ୍କ ଶୈଶବର ଯତ୍ନ ବିଦ୍ୟାଳୟରୁ ଆରମ୍ଭ ନିଷ୍ପତ୍ତି
ନୂଆଦିଲ୍ଲୀ: ପିଲାଙ୍କ ଶୈଶବ ଯତ୍ନ ଓ ଶିକ୍ଷାକୁ ଆନୁଷ୍ଠାନିକ ଭାବେ ବିଦ୍ୟାଳୟ ସ୍ତରରୁ ଆରମ୍ଭ କରିବା ପାଇଁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି । ଏହି ଲକ୍ଷ୍ୟରେ ବିଦ୍ୟାଳୟଗୁଡ଼ିକ ସହିତ ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକୁ ଯୋଡ଼ିବା ପାଇଁ ଏକ ସ୍ୱତନ୍ତ୍ର ପ୍ରକ୍ରିୟା ଆରମ୍ଭ ହୋଇଛି । !-->…