ଆତ୍ମସମର୍ପଣ କଲେ ୨୦ ହାର୍ଡକୋର ମାଓବାଦୀ
ମାଲକାନଗିରି : ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ ସୁକମା ଜିଲ୍ଲାରେ ପୋଲିସକୁ ମିଳିଲା ବଡ଼ ସଫଳତା । ୨୦ ଜଣ ହାର୍ଡକୋର ମାଓବାଦୀ ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି । ଆତ୍ମସମର୍ପଣ କରିଥିବା ନକ୍ସଲଙ୍କ ମଧ୍ୟରେ ୯ ଜଣ ମହିଳା ମାଓବାଦୀ ରହିଛନ୍ତି । ମାଓବାଦୀଙ୍କ ନାଁରେ ଥିଲା!-->…