ଡ୍ରୋନ୍ ଉପରେ ୧୦୦% ଶୁଳ୍କ ଲଗାଇଲା ଆମେରିକା
ନୂଆଦିଲ୍ଲୀ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବଡ଼ ଡ୍ରୋନ୍ ଆମଦାନି ଉପରେ ୧୦୦ ପ୍ରତିଶତ ଶୁଳ୍କ ଘୋଷଣା କରିଛନ୍ତି। ରାଷ୍ଟ୍ରୀୟ ସୁରକ୍ଷା ଓ ଚୀନ୍ କମ୍ପାନିଠାରୁ ଦୂରରେ ରହିବା ଏବଂ ବିଦେଶୀ ଦେଶ ଉପରେ ନିର୍ଭରଶୀଳତା କମ୍ କରିବା ଲକ୍ଷ୍ୟ ନେଇ ସେ ଏହି ପଦକ୍ଷେପ ଗ୍ରହଣ!-->…