ଡିସେମ୍ବରରେ ମୋହନ-ବିଷ୍ଣୁଦେବ ବୈଠକ, ମହାନଦୀ ଜଳ ବିବାଦର ହେବ ସମାଧାନ !
ଭୁବନେଶ୍ଵର: ମହାନଦୀ ଜଳ ବିବାଦ ଦୂର ପାଇଁ ଆଗକୁ ବଢ଼ିଲେ ଓଡ଼ିଶା ଓ ଛତିଶଗଡ଼। ମହାନଦୀ ଜଳ ସମସ୍ୟା ଉପରେ ଆଲୋଚନା ପାଇଁ ଓଡ଼ିଶା ଏବଂ ଛତିଶଗଡ଼ର ମୁଖ୍ୟ ସଚିବ ଏବଂ ବରିଷ୍ଠ ଜଳସମ୍ପଦ ଅଧିକାରୀମାନେ ବୈଠକ କରିଛନ୍ତି। ଆଲୋଚନା ଏବଂ ସହଯୋଗ ମାଧ୍ୟମରେ ପାରସ୍ପରିକ ଆଲୋଚନା ମାଧ୍ୟମରେ ସମାଧାନ!-->…