ପଣସପୁଟ ଠାରେ ଯୁଗ୍ମ ଜନଅଭିଯୋଗ ଶୁଣାଣି ଅନୁଷ୍ଠିତ
ମାଲକାନଗିରି : ଆଜି ଚିତ୍ରକୋଣ୍ଡା ବ୍ଲକ୍ ପଣସପୁଟ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାପାଳ ସୋମେଶ ଉପାଧ୍ୟାୟ ଓ ଆରକ୍ଷୀ ଅଧିକ୍ଷକ ବିନୋଦ ପାଟିଲ ଏଚ୍ ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଗୁଡ଼ିକର ଶୁଣାଣି କରିଥିଲେ। !-->…