ରାଜସୁନାଖଳା ମଣ୍ଡଳ ବିଜେପି ପକ୍ଷରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ

ନୟାଗଡ଼ (ନିସର୍ତ୍ତ) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନିର୍ଦେଶକ୍ରମେ ସାରା ଦେଶ ଓ ଓଡ଼ିଶାରେ ହର ଘର ତ୍ରିରଙ୍ଗା' ଅଭିଯାନ ଆରମ୍ଭ ହୋଇଛି। ଏହି ରାଜ୍ୟବ୍ୟାପୀ କାର୍ଯ୍ୟକ୍ରମ ଆସନ୍ତା ଅଗଷ୍ଟ ୧୭ ତାରିଖ ପର୍ଯ୍ୟନ୍ତ ପ୍ରତ୍ୟେକ ଗ୍ରାମରେ ତ୍ରିରଙ୍ଗା ପତାକା ଶୋଭାଯାତ୍ରା ଚାଲିବ। ଲୋକମାନେ…

ଅରୁଣାଚଳ ପ୍ରଦେଶ ସୀମାରେ ଭାରତୀୟ ସେନାର ପାଟ୍ରୋଲିଂକୁ ଚୀନର ବିରୋଧ

ନୂଆଦିଲ୍ଲୀ: ଅରୁଣାଚଳ ପ୍ରଦେଶର ସୀମାନ୍ତ ବାସ୍ତବ ନିୟନ୍ତ୍ରଣ ରେଖା (ଏଲଏସି) ନିକଟରେ ଭାରତୀୟ ସେନାକୁ ପେଟ୍ରୋଲିଂ ପଏଣ୍ଟକୁ ଯିବାରେ ଚୀନ ସେନା ବାଧା ଦେଉଥିବା ନେଇ ଏକ ରିପୋର୍ଟ ପ୍ରକାଶ ପାଇଛି। ଅରୁଣାଚଳ ପ୍ରଦେଶର ଆଞ୍ଚଳିକ ଦଳ ପିପୁଲ୍ସ ପାର୍ଟି ଅଫ୍ ଅରୁଣାଚଳ (ପିପିଏ) ଦ୍ୱାରା ଗଠିତ ୪…

ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ କଂଗ୍ରେସର ପୋଷ୍ଟର ଅଭିଯାନ : ମାଗଣା ଚିକିତ୍ସା ନାଁରେ ‘ଡିଜିଟାଲ୍ ଲୁଟ୍’…

ନୟାଗଡ଼ : ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଗରିବ ଏବଂ ଅସହାୟ ରୋଗୀଙ୍କୁ ଶୋଷଣ କରାଯାଉଥିବା ନେଇ ଏକ ସଙ୍ଗୀନ ଅଭିଯୋଗ ସାମ୍ନାକୁ ଆସିଛି । ସରକାରୀ ନିୟମ ଅନୁଯାୟୀ ମେଡିକାଲରେ ସମସ୍ତ ପ୍ରକାର ଚିକିତ୍ସା ସେବା ସମ୍ପୂର୍ଣ୍ଣ ମାଗଣାରେ ଯୋଗାଇ ଦେବାର ବ୍ୟବସ୍ଥା ଥିବା ବେଳେ…

ଗୁରୁଦ୍ୱାରରେ ପଞ୍ଜାବର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସୁଖବୀର ବାଦଲଙ୍କୁ ଆକ୍ରମଣ

ମହାରାଷ୍ଟ୍ର : ମହାରାଷ୍ଟ୍ର ନାନ୍ଦେଡ଼ରେ ଶିରୋମଣି ଅକାଳୀ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା ପଞ୍ଜାବର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସୁଖବୀର ସିଂହ ବାଦଲଙ୍କ ଉପରେ ଆକ୍ରମଣ ହୋଇଛି । ନାନ୍ଦେଡ଼ସ୍ଥିତ ଗୁରୁଦ୍ୱାର ମାତା ସାହିବ କୌରକୁ ଦର୍ଶନ କରିବାକୁ ଯାଇଥିବା ବେଳେ ନିହଙ୍ଗ ବେଶରେ ଆସିଥିବା…

ଏନଏସି ତରଫରୁ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା

ବାଲିଗୁଡା, ତା, ୧୩/୦୮ : କନ୍ଧମାଳ ଜିଲ୍ଲା ବାଲିଗୁଡା ଏନଏସିରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି l ଏହି ତ୍ରିରଙ୍ଗା ପଦ ଯାତ୍ରା ରେ ସମସ୍ତେ ସାମିଲ ହୋଇ ତ୍ରିରଙ୍ଗା ପତାକା ଧରି ସହର ପରିକ୍ରମା କରିଥିଲେ l ବାଲିଗୁଡା ଏନଏସି କାର୍ଯ୍ୟଳୟ ଠାରୁ ଏହି ଶୋଭାଯାତ୍ରା ବାହାରି…

ଲଦାଖରେ ଭୂକମ୍ପ, ତୀବ୍ରତା ୫.୫

ଲଦାଖ : ଆଜି ସକାଳେ ଲଦାଖର ଲେହରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ଯାହାର ତୀବ୍ରତା ୫.୫ ଥିବା ଜଣାପଡିଛି । ଫଳରେ ଲୋକ ଭୟରେ ଘରୁ ବାହାରକୁ ଦୌଡି ଆସିଥିଲେ । ସୂଚନାନୁଯାୟୀ, ଆଜି ସକାଳ ପ୍ରାୟ ୬ଟା ୫ ମିନିଟରେ ଏହି ଭୂକମ୍ପ ଝଟକା ଅନୁଭୂତ ହୋଇଥିବା NSC ପକ୍ଷରୁ ସୂଚନା ମିଳିଛି ।…

ନୟାଗଡ଼ରେ ଶ୍ରମିକ କୃଷକ ସଂଗଠନର ଜେଲଭରୋ ଆନ୍ଦୋଳନ

ନୟାଗଡ଼ : ଅଦ୍ୟ ସର୍ବଭାରତୀୟ ଆହ୍ଵାନ କ୍ରମେ ଟ୍ରେଡ୍ ୟୁନିଅନ ଓ କିଷାନ ମୋର୍ଚ୍ଚାର ମିଳିତ ମଞ୍ଚ ପକ୍ଷରୁ ନୟାଗଡ଼ରେ ଆଇନ ଅମାନ୍ୟ କରି ପାଞ୍ଚଶହରୁ ଉର୍ଦ୍ଧ୍ବ କର୍ମୀ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ ପୂର୍ବକ ଗିରଫ ହୋଇଥିଲେ ! ଶ୍ରମିକ ବିରୋଧୀ ଶ୍ରମ କୋଡ୍ ବାତିଲ…

ବନ୍ଦେ ମାତରମ ଗାନ ସହ ସରିଲା ଲୋକସଭାର ମୌସୁମୀ ଅଧିବେଶନ

ନୂଆଦିଲ୍ଲୀ: NEET ପରୀକ୍ଷା ବିରୋଧରେ ପ୍ରତିବାଦ କରୁଥିବା ଛାତ୍ରମାନଙ୍କ ଉପରେ ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ ସଂସଦରେ ଜାରି ଅଚଳାବସ୍ଥା ମଧ୍ୟରେ ଗୁରୁବାର ଦିନ ମୌସୁମୀ ଅଧିବେଶନର ଶେଷ ଦିନ ଲୋକସଭାକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ରଖାଯାଇଛି। ଅଧିବେଶନଟି ବନ୍ଦେ ମାତରମ୍ ଗାନ ସହିତ…

ସ୍ଵାଭିମାନ ଅଞ୍ଚଳରେ ନିଶାମୁକ୍ତ ଭାରତ ଅଭିଯାନ : ନିଶାମୁକ୍ତ ସମାଜ ଓ ବିକଳ୍ପ ଜୀବିକା ଗଠନ ପାଇଁ ଜିଲ୍ଲାପାଳଙ୍କ…

ମାଲକାନଗିରି : ମାଲକାନଗିରି ଜିଲ୍ଲା ସ୍ଵାଭିମାନ ଅଞ୍ଚଳର ନାକାମାମୁଡ଼ି ଗ୍ରାମପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ନିଶାମୁକ୍ତ ଭାରତ ଓ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଏକ ଜିଲ୍ଲା ସ୍ତରୀୟ ଜନସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ଅଞ୍ଚଳରୁ ନିଶାର କୁପ୍ରଭାବ ଓ ବେଆଇନ ଚାଷର…

ଟ୍ରମ୍ପ ଇରାନର ସର୍ତ୍ତ ନ ମାନିବା ଯାଏ ବନ୍ଦ ରହିବ ଷ୍ଟ୍ରେଟ ଅଫ ହର୍ମୁଜ

ନୂଆଦିଲ୍ଲୀ: ଯେପର୍ଯ୍ୟନ୍ତ ଆମେରିକା ତା’ର ଆଚରଣ ପରିବର୍ତ୍ତନ କରି ଯୁଦ୍ଧ ସମାପ୍ତ କରିବା ପାଇଁ ଇରାନର ସର୍ତ୍ତଗୁଡ଼ିକୁ ଗ୍ରହଣ କରିନାହିଁ, ସେପର୍ଯ୍ୟନ୍ତ ହର୍ମୁଜ୍ ପ୍ରଣାଳୀ ବନ୍ଦ ରହିବ। ଏଭଳି କହିଛନ୍ତି ଇରାନର ସର୍ବୋଚ୍ଚ ଜାତୀୟ ସୁରକ୍ଷା ପରିଷଦର ନବନିଯୁକ୍ତ ସଚିବ। ଯାହା ଫଳରେ…