କୀଟନାଶକ ଔଷଧର ସୁରକ୍ଷିତ ବ୍ୟବହାର କର୍ମଶାଳା
ନୟାଗଡ଼: ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଲକ ରାବରା ପଞ୍ଚାୟତ ରାବରା ଗ୍ରାମ ମଧୁକେଶ ମନ୍ଦିର ଠାରେ କୀଟନାଶକ ଔଷଧର ସୁରକ୍ଷିତ ବ୍ୟବହାର ସଂପର୍କରେ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି।ଏହି କର୍ମଶାଳାରେ ସ୍ଥାନୀୟ ଅଞ୍ଚଳର ୫୦ ରୁ ଉର୍ଦ୍ଧ୍ବ ଚାଷୀ ଅଂଶଗ୍ରହଣ କରିଥିଲେ । ଜିଲ୍ଲା କୃଷି ଅଧିକାରୀ!-->…