କ୍ରାନ୍ତି,ବ୍ରହ୍ମପୁର ତରଫରୁ ଦେଶାତ୍ମବୋଧକ ସାଂସ୍କୃତିକ କାର୍ଯ୍ୟକ୍ରମ “ମା’ ତୁଝେ ସଲାମ୍ – ୨୦୨୫”
ବ୍ରହ୍ମପୁର : ୭୯ ତମ ସ୍ଵାଧୀନତା ଦିବସ ଅବସରରେ ସ୍ଥାନୀୟ ସରକାରୀ ଶିଳ୍ପ ତାଲିମ ପ୍ରତିଷ୍ଠାନ ପ୍ରେକ୍ଷାଳୟ ପରିସରରେ ରଙ୍ଗାରଙ୍ଗ ଦେଶାତ୍ମବୋଧକ ସାଂସ୍କୃତିକ କାର୍ଯ୍ୟକ୍ରମ “ମା’ ତୁଝେ ସଲାମ୍ – ୨୦୨୫” ରେ ଆହ୍ୱାନ " ଏମାନେ ହେଉଛନ୍ତି ଦେଶର ଭବିଷ୍ୟତ, ଶିଶୁମାନଙ୍କୁ ସ୍ୱାଧୀନତା ଦିବସରେ!-->…