ସ୍ବାଭିମାନ ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜିଲ୍ଲାପାଳ
ମାଲକାନଗିରି : ଆଜି ଜିଲ୍ଲାପାଳ ସୋମେଶ ଉପାଧ୍ୟାୟ ପ୍ରଥମ କରି ଗସ୍ତ କରିଛନ୍ତି ସ୍ବାଭିମାନ ଅଞ୍ଚଳ। ଜିଲ୍ଲାପାଳ ଚିତ୍ରକୋଣ୍ଡା ଉପଖଣ୍ଡ ଚିକିତ୍ସାଳୟ ଗସ୍ତ କରି ସ୍ଵାସ୍ଥ୍ୟ ଭିତ୍ତିଭୂମି ତଦାରଖ କରିବା ସହ ପରିମଳ ବ୍ୟବସ୍ଥାକୁ ଗୁରୁତ୍ବ ପ୍ରଦାନ କରିବାକୁ କହିଥିଲେ। ସେହିପରି ରୋଗୀ ମାନଙ୍କ!-->…