ଜିମ୍ବାୱେରେ ଡଙ୍ଗା ବୁଡି ୧୫ ମୃତ, ୨୭ ନିଖୋଜ
ହରାରେ: ଜିମ୍ବାୱେର କରିବା ହ୍ରଦରେ ୯୫ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଫେରି ବୁଡ଼ିଯାଇଛି। ଏହି ଘଟଣାରେ ୧୫ ଜଣଙ୍କର ମୃତ୍ୟୁ ହୋଇଥିବା ଏବଂ ୨୭ରୁ ଅଧିକ ନିଖୋଜ ଥିବା ଆଶଙ୍କା କରାଯାଉଛି।
ପୋଲିସ ଏବଂ ପ୍ରତ୍ୟକ୍ଷଦର୍ଶୀଙ୍କ ଅନୁସାରେ, ମଙ୍ଗଳବାର ଦିନ ଜିମ୍ବାୱେର କରିବା ହ୍ରଦରେ ଏହି!-->!-->!-->…