ମହାନଦୀ ଜଳ ବିବାଦ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ କେନ୍ଦ୍ର ଜଳ ସମ୍ପଦ ମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି
ଭୁବନେଶ୍ୱର: ଓଡ଼ିଶାର ଜୀବନରେଖା କୁହାଯାଉଥିବା ମହାନଦୀର ଜଳ ବିବାଦ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୂଆଦିଲ୍ଲୀରେ କେନ୍ଦ୍ର ଜଳଶକ୍ତି ମନ୍ତ୍ରୀ ସି.ଆର. ପାଟିଲଙ୍କ ସହ ଏକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରିଛନ୍ତି। ଏହି ସାକ୍ଷାତକାର ସମୟରେ ରାଜ୍ୟର ସ୍ୱାର୍ଥକୁ ପ୍ରାଥମିକତା ଦେଇ ଏକ!-->…