ପୂର୍ବ ସରକାର ଛତିଶଗଡ଼ ପାଣି ନେଇଗଲା କହିଲେ, ହେଲେ ସମାଧାନ କଲେନି: ମନମୋହନ ସାମଲ
ଭୁବନେଶ୍ବର: ମହାନଦୀକୁ ନେଇ ବର୍ଷ ବର୍ଷ ଧରି ଛତିଶଗଡ଼ ସହିତ ଚାଲିଆସିଥିବା ଜଳବିବାଦର ଏପର୍ଯ୍ୟନ୍ତ ଆପୋସ ସମାଧାନ ହୋଇନାହିଁ। ପୂର୍ବରୁ ଥିବା ବିଜେଡି ସରକାର ଏନେଇ ଛତିଶଗଡ଼ ସହିତ ଅନେକ ଆଲୋଚନା କରିଥିଲେ ବି କୌଣସି ସୁଫଳ ମିଳିନାହିଁ। ଏବେ ମହାନଦୀ ଜଳବିବାଦର ସମାଧାନ ରାଜନୈତିକ ସ୍ତରରେ!-->…