୨୦ ହଜାର ମହିଳା ବିଧାନସଭା ଘେରାଉ କରିବେ-ପିସିସି ସଭାପତି
ଭୁବନେଶ୍ୱର : ଆସନ୍ତା ବିଧାନସଭା ଅଧିବେଶନ ଘେରାଉ କରିବେ କେବଳ ମହିଳା । ପ୍ରାୟ ୨୦ ହଜାର ମହିଳା ଏକତ୍ରିତ ହୋଇ ବିଧାନସଭା ସମ୍ମୁଖରେ ନିଜର ସୁରକ୍ଷା, ସ୍ୱାଭିମାନ ଓ ଅଧିକାର ସରକାରଙ୍କ ସମ୍ମୁଖରେ ଉପସ୍ଥାପନ କରିବେ । କଂଗ୍ରେସ ଏହି ବିଧାନସଭା ଘେରାଉର ନେତୃତ୍ୱ ନେବ । ଏଥିରେ କୌଣସି ପୁରୁଷ!-->…