ମାଛଗାଁ କେନାଲ ବନ୍ଧରେ ୧୦ ଫୁଟର ଘାଇ ସୃଷ୍ଟି
ଜଗତସିଂହପୁର : ମାଛଗାଁ କେନାଲରେ ୧୦ ଫୁଟର ଘାଇ । ଲୋକଙ୍କ ଘରେ ପଶିଲା ପାଣି । ଜଗତସିଂହପୁର-କଟକ ରାସ୍ତାର ତରିକୁନ୍ଦ ନିକଟ ମାଛଗାଁ କେନାଲ ବନ୍ଧରେ ୧୦ଫୁଟର ଘାଇ ସୃଷ୍ଟି ହୋଇଛି । ଫଳରେ ଲୋକଙ୍କ ଘର ଓ ଦୋକାନ ଘରେ ପଶିଛି ଆଣ୍ଠୁଏ ଆଣ୍ଠୁଏ ପାଣି ।
ଏପରିକି!-->!-->!-->…