ଭୁବନେଶ୍ୱର ବିମାନବନ୍ଦରରୁ ମିଳିଲା ୩୦ କୋଟିର ମାରିଜୁଆନା, ୩ ଅଟକ
ଭୁବନେଶ୍ୱର: ଭୁବନେଶ୍ୱର ବିମାନବନ୍ଦରରୁ ମିଳିଲା ୩୦ କୋଟିର ମାରିଜୁଆନା। ବ୍ୟାଙ୍କକରୁ ଭୁବନେଶ୍ୱର ଆସୁଥିବା ବେଳେ, ମାଡ଼ି ବସିଲା କଷ୍ଟମ ବିଭାଗ । ଏହି ମାମଲାରେ ୩ ଜଣକୁ ଅଟକ ରଖି ପଚରାଉଚରା କରାଯାଉଛି। ତିନି ଅଟକ ଅଭିଯୁକ୍ତ ହେଲେ ମହମ୍ମଦ ଜାମ୍, ମୋହିତ ଓ ବାମତି। ଏମାନେ ସମସ୍ତେ ଉତ୍ତର!-->…