ଅପରେସନ ସିନ୍ଦୂରରେ ବିମାନ ନଷ୍ଟ ନେଇ ଜବାବ ରଖିଲେ ରାଜନାଥ, କହିଲେ-ପରୀକ୍ଷାର ଫଳ ଗୁରୁତ୍ୱପୂର୍ଣ୍ଣ, ପେନସିଲ ଭାଙ୍ଗିବା…
ନୂଆଦିଲ୍ଲୀ ୨୮।୭: ସଂସଦର ମୌସୁମୀ ଅଧିବେଶନରେ ସୋମବାର ‘ଅପରେସନ ସିନ୍ଦୂର’ ଉପରେ ଆଲୋଚନା ଚାଲିଛି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଆଲୋଚନା ଆରମ୍ଭ କରିଥିବା ବେଳେ ବିରୋଧୀ ଦଳ ସାମରିକ ଅଭିଯାନ କାଳରେ ଭାରତୀୟ ବାୟୁସେନାର କେତୋଟି ବିମାନ ନଷ୍ଟ ହୋଇଛି ବୋଲି ପ୍ରଶ୍ନ କରିଛନ୍ତି।!-->…