ଆଜି ପୁଣି ବଳଙ୍ଗା ପୀଡ଼ିତାଙ୍କ ଦିଲ୍ଲୀ ଏମସରେ ୩ୟ ଅସ୍ତ୍ରୋପଚାର !
ବଳଙ୍ଗା : ଆଜି ବଳଙ୍ଗା ପୀଡ଼ିତାଙ୍କ ହୋଇପାରେ ୩ୟ ଅସ୍ତ୍ରୋପଚାର । ଦିଲ୍ଲୀ ଏମସରେ ନାବାଳିକା ପୀଡ଼ିତାଙ୍କ ଚିକିତ୍ସା ଜାରି ରହିଛି । ଯଦି ଆଜି ଅସ୍ତ୍ରୋପଚାର ହୁଏ ତେବେ ବୟାନ ରେକର୍ଡ କରିବା ପାଇଁ ଆଉ ଗୋଟିଏ ଦିନ ଅପେକ୍ଷା କରିବାକୁ ପଡ଼ିବ ।
ପୀଡ଼ିତାଙ୍କ ପରିବାର!-->!-->!-->…