ରାଖି ପୂର୍ଣ୍ଣିମାରେ ଜୟପୁରରୁ ମିଳିବ ସୁଭଦ୍ରାର ୩ୟ କିସ୍ତି
ଭୁବନେଶ୍ୱର: ଅଗଷ୍ଟ ୯ ତାରିଖରେ ମହିଳାଙ୍କୁ ରକ୍ଷା ବନ୍ଧନ ଉପହାର ଦେବେ ସରକାର। ସୁଭଦ୍ରା ଯୋଜନା ଅଧୀନରେ ମୋଟ ୧.୨୪ କୋଟି ମହିଳା ହିତାଧିକାରୀ ୫,୦୦୦ ଟଙ୍କାର ତୃତୀୟ କିସ୍ତି ପାଇବେ ବୋଲି ଉପମୁଖ୍ୟମନ୍ତ୍ରୀ ରବିବାର ସୂଚନା ଦେଇଛନ୍ତି।
ମୁଖ୍ୟମନ୍ତ୍ରୀ କୋରାପୁଟର ଜୟପୁରରେ ଏକ ସାର୍ବଜନୀନ!-->!-->!-->…