ଅପରାଧୀ ଗ୍ୟାଙ୍ଗର ୬ ସଦସ୍ୟ ଗିରଫ, ପାଞ୍ଚ ବନ୍ଧୁକ ଜବତ
କଟକ : କମିଶନରେଟ ପୋଲିସକୁ ବଡ ସଫଳତା । ପାଞ୍ଚଟି ବନ୍ଧୁକ ଜବତ କରିଛି କଟକ ମାଲଗୋଦାମ ଥାନା ପୋଲିସ । ଏକ ଅପରାଧୀ ଗ୍ୟାଙ୍ଗର ୬ ଜଣ ସଦସ୍ୟଙ୍କୁ ଧରିଛି କମିଶନରେଟ ପୋଲିସ । ୧୩ ଟି ଜୀବନ୍ତ ଗୁଳି, ତିନିଟି ମୋବାଇଲ ଫୋନ୍ ମଧ୍ୟ ଜବତ୍ କରିଛି ପୋଲିସ । ବିଶେଷ ସୂତ୍ରରୁ ଖବର ପାଇ ରେଡ!-->…