କଳାକାରମାନେ ସମାଜ ସଂସ୍କାରକ ହେତୁ ଅବଜ୍ଞାର ପାତ୍ର ନୁହନ୍ତି : ବରିଷ୍ଠ କଳାକାର ସଂଘ
ବ୍ରହ୍ମପୁର : କଳା ଓ କଳାକାର ହିତୈଷୀ ମହାମଞ୍ଚ "ଗଞ୍ଜାମ ଜିଲ୍ଲା ବରିଷ୍ଠ କଳାକାର ସଂଘ" ପକ୍ଷରୁ ପବିତ୍ର ଆନ୍ତର୍ଜାତୀୟ କଳାକାର ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ସଂଘ କାର୍ଯ୍ୟକାରୀ ସଭାପତି ଦୂର୍ଗା ପ୍ରସାଦ ଆଚାର୍ଯ୍ୟଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ସିଟି ହାଇସ୍କୁଲ ରୋଡ଼ ସ୍ଥିତ ମାନସ!-->…