କନ୍ଧମାଳର ନୂଆ ଜିଲ୍ଲାପାଳ ହେଲେ ବେଦଭୂଷଣ

କନ୍ଧମାଳ : ରାଜ୍ୟ ସରକାର ଆଇଏଏସ ଅଧିକାରୀ ସ୍ତରରେ ବଡ ଧରଣର ଅଦଳବଦଳ କରିଛନ୍ତି। ଏହି କ୍ରମରେ କନ୍ଧମାଳ ଜିଲାପାଳ ଅମ୍ରିତ ଋତୁରାଜଙ୍କୁ ଖୋର୍ଦ୍ଧା ଜିଲ୍ଲାପାଳ ଭାବେ ବଦଳି କରାଯାଇଛି। ତାଙ୍କ ସ୍ଥାନରେ ଶ୍ରୀ ବେଦଭୂଷଣଙ୍କୁ କନ୍ଧମାଳ ଜିଲ୍ଲାପାଳ ଭାବେ ନିଯୁକ୍ତି ମିଳିଛି। ୨୦୨୦ ବ୍ୟାଚର…

ଭାରତୀୟ ମଜଦୂର ସଂଘର ୭୦ତମ ପ୍ରତିଷ୍ଠା ଦିବସ ରାୟଗଡ଼ାରେ ପାଳିତ: ଶ୍ରମିକଙ୍କ ସ୍ୱାର୍ଥ ରକ୍ଷା ପାଇଁ ଅଣ-ରାଜନୈତିକ…

ରାୟଗଡ଼ା: ଭାରତୀୟ ମଜଦୂର ସଂଘର ୭୦ତମ ପ୍ରତିଷ୍ଠା ଦିବସ ରାୟଗଡ଼ା ସ୍ଥିତ ଗାୟତ୍ରୀ ନଗର ବରିଷ୍ଠ ନାଗରିକ କାର୍ଯ୍ୟାଳୟରେ ମହାସମାରୋହରେ ପାଳିତ ହୋଇଯାଇଛି। ରାଜନୈତିକ ବିଚାରଧାରାରୁ ଊର୍ଦ୍ଧ୍ବରେ ରହି କେବଳ ଶ୍ରମିକଙ୍କ ହିତ ପାଇଁ କାର୍ଯ୍ୟ କରିବା ହିଁ ସଂଘର ମୂଳ ଲକ୍ଷ୍ୟ ବୋଲି ଏହି…

ଚିତ୍ରକୋଣ୍ଡା ସରକାରୀ ସ୍ନାତକ ମହାବିଦ୍ୟାଳୟରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ଚିତ୍ରକୋଣ୍ଡା : ନାରୀ ସମ୍ମାନ ଆଉ ସୁରକ୍ଷା ନିମନ୍ତେ ରାଜ୍ୟ ସରକାରଙ୍କ ବିହୀତ ପଦକ୍ଷେପର ସମର୍ଥନ ସ୍ୱରୂପ ସରକାରୀ ସ୍ନାତକ ମହାବିଦ୍ୟାଳୟ ଚିତ୍ରକୋଣ୍ଡାରେ ଏକ ସଚେତନ ଧର୍ମୀ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଅଧ୍ୟକ୍ଷ ଡ. ଚିନ୍ମୟ କୁମାର ବେହେରାଙ୍କ ପୌରୋହିତ୍ୟରେ ଆୟୋଜିତ ଏହି ଏକଦିବସୀୟ…

ପିଏ ଆତ୍ମହତ୍ୟା ମାମଲାରେ ସୁପ୍ରିମ୍ କୋର୍ଟ ତରଫରୁ ପୂର୍ବତନ ଜିଲ୍ଲାପାଳ ମନିଷ ଅଗ୍ରଓବାଲ ଓ ଅନ୍ୟମାନଙ୍କୁ ସମ୍ପୂର୍ଣ…

ମାଲକାନଗିରି : ମାଲକାନଗିରି ଜିଲ୍ଲାର ପୂର୍ୱତନ ଜିଲ୍ଲାପାଳ ମନିଷ ଅଗ୍ରବାଲଙ୍କୁ ସୁପ୍ରିମ କୋର୍ଟ ତରଫରୁ ସମ୍ପୂର୍ଣ ଜାମିନ ମଞ୍ଜରୁ କରା ଯାଇଛିା ଏଥିସହ ଏଥିରେ ସମ୍ପୃକ୍ତ ସମସ୍ତ ବ୍ୟକ୍ତିମାନଙ୍କୁ ମଧ୍ୟ ସମ୍ପୂର୍ଣ ଜାମିନ ମଞ୍ଜୁର ହୋଇଛି ପ୍ରକାଶ ଥାଉ କି ଗତ ୨୦୧୯ ମସିହା ଡିସେମ୍ବର ୨୬…

ଚିକିଟୀ ତହସିଲରେ ବସୁନ୍ଧରା ପଟ୍ଟା ବଣ୍ଟନ

ଚିକିଟୀ : ଏହି ବ୍ଲକ ଅନ୍ତର୍ଗତ ଚିକିଟୀ ତହସିଲ ରେ ଆଜି ସ୍ଥାନୀୟ ବିଧାୟକ ଶ୍ରୀ ମନୋରଞ୍ଜନ ଦ୍ୟାନ ସାମନ୍ତରା ଙ୍କ କର କମଳ ରେ ଅନେକ ବେ ଘର ଲୋକଙ୍କୁ ବସୁନ୍ଧରା ପଟ୍ଟା ବଣ୍ଟନ କରଯାଇଛି।ଏହି ଅବସରରେ ଚିକିଟୀ ତହସିଲଦାର ବିଶ୍ଵରଞ୍ଜନ କହଁର ଯୋଗଦାନ କରି ଏହି ଅଞ୍ଚଳରେ ଅବସ୍ଥାନ କରୁଥିବା…

ଚିକିଟୀ ଅବକାରୀ ବିଭାଗକୁ ବଡ଼ ସଫଳତା

ଚିକିଟୀ : ବ୍ରହ୍ମପୁର ଅବକାରୀ ଆରକ୍ଷୀ ଅଧିକ୍ଷକ ପ୍ରବୀଣ କୁମାର ପ୍ରଧାନ ଓ ଅଧିକ୍ଷକ କୁମୁଦ ରଞ୍ଜନ କହଁର ଙ୍କ ମିଳିତ ଉଦ୍ୟମରେ ସୋମବାର ମଧ୍ୟରାତ୍ରିରେ ପାଟ୍ରୋଲିଂ କରୁଥିବା ବେଳେ ଜରଡା ଥାନା ଇଲାକାରେ ଥିବା ଆମ୍ବପୂର୍ ଠାରେ ଗୋଟିଏ ଟାଟା ଇଣ୍ଡିକା ସହ ବିପୁଳ ପରିମାଣରେ ନକଲି ଦେଶୀ ମଦ ଜବତ…

ସ୍ୱାସ୍ଥ୍ୟକେନ୍ଦ୍ର ଭିତରକୁ ପଶିଲା ବର୍ଷା ଜଳ

ଚିତ୍ରକୋଣ୍ଡା : ମାଲକାନଗିରି ଜିଲ୍ଲା ର ବିଭିନ୍ନ ସ୍ଥାନରେ ବର୍ଷା ପାଣିରେ ଲୋକେ ନାହିଁ ନଥିବା ସମସ୍ୟାରେ ସମ୍ମୁଖୀନ ହେଉଛନ୍ତି l ଏହାରି ଭିତରେ ଜିଲ୍ଲା ର ଚିତ୍ରକୋଣ୍ଡା ଯୋଡମ୍ବ ସ୍ୱାସ୍ଥ୍ୟ କେନ୍ଦ୍ର ରୁ ଆସିଛି ଏକ ଅଭାବନୀୟ ଚିତ୍ର l ସ୍ୱାସ୍ଥ୍ୟକେନ୍ଦ୍ର ଭିତରକୁ ହଠାତ୍ ଧସେଇ ପଶିଲା…

ନାବାଳକ ଛାତ୍ରକୁ ନିସ୍ତୁକ ମାଡ଼: ଭିଡିଓ ଭାଇରାଲ ପରେ ପ୍ରଶାସନର ହସ୍ତକ୍ଷେପ

ଭୁବନେଶ୍ବର: ଏକ ସମ୍ବେଦନଶୀଳ ଘଟଣାକୁ ନେଇ ରାଜ୍ୟସଭା ସାଂସଦ ସୁଲତା ଦେଓ ପୁଣି ଥରେ ରାଜ୍ୟ ସରକାରଙ୍କୁ ପରୋକ୍ଷ ଭାବେ ଟାର୍ଗେଟ୍‌ କରିଛନ୍ତି। ଯାଜପୁରଜିଲ୍ଲା କାଳିଆପାଣି ଅଞ୍ଚଳରେ ଜଣେ ନାବାଳକଙ୍କୁ ଚପଲରେ ମାଡ଼ ମରାଯିବା ଘଟଣା ନେଇ ସୁଲତା ଦେଇ ସାମାଜିକ ଗଣମାଧ୍ୟମରେ ପୋଷ୍ଟ…

ସୌମ୍ୟାଶ୍ରୀ ଆତ୍ମାହୁତି ପ୍ରସଙ୍ଗରେ ହାଇକୋର୍ଟଙ୍କ ରାୟ; ଏସ୍‌ଆଇଟି ତଦନ୍ତ ଆବଶ୍ୟକ ନାହିଁ

କଟକ: ବାଲେଶ୍ବର ଫକୀର ମୋହନ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ବିଶି ଆତ୍ମାହୁତି ଘଟଣାର ତଦନ୍ତ ସ୍ବତନ୍ତ୍ର ତଦନ୍ତକାରୀ ଟିମ୍‌ (ଏସ୍‌ଆଇଟି) ଦ୍ବାରା କରିବା ପାଇଁ ହୋଇଥିବା ମାମଲାର ଶୁଣାଣି କରି ଓଡ଼ିଶା ହାଇକୋର୍ଟ ବର୍ତ୍ତମାନ ପରିସ୍ଥିତିରେ ଏସ୍‌ଆଇଟି ତଦନ୍ତର ଆବଶ୍ୟକତା ନାହିଁ ବୋଲି କହିଛନ୍ତି।…

ନବୀନଙ୍କ ନେତୃତ୍ୱରେ ମହିଳାଙ୍କ ଅଧିକାର ପାଇଁ ଲଢ଼େଇ ଜାରି ରହିଛି: ବିଜେଡି

ଭୁବନେଶ୍ବର: ବିଜୁ ଜନତା ଦଳ (ବିଜେଡି) ସବୁବେଳେ ମହିଳାଙ୍କ ସମ୍ମାନକୁ ଗୁରୁତ୍ବ ଦେଉଛି। ମହିଳାଙ୍କ ଅଧିକାର ପାଇଁ ଲଢ଼େଇ ଜାରି ରଖିଛି। ଅନାସ୍ଥା ପ୍ରସ୍ତାବ ସମ୍ପର୍କରେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ଭକ୍ତ ଚରଣ ଦାସ ଦେଇଥିବା ପ୍ରତିକ୍ରିୟା ଉପରେ ବିଜେଡି ଉପସଭାପତି…