ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ ଭେଟିଲେ ଦିଲୀପ ରାୟ
ଭୁବନେଶ୍ୱର: ବରିଷ୍ଠ ବିଜେପି ନେତା ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଦିଲୀପ ରାୟଙ୍କ ବିରୋଧରେ ମିଥ୍ୟା ସତ୍ୟପାଠ ମାମଲାରେ କୋର୍ଟରେ ଶୁଣାଣି ହେବା ପୂର୍ବରୁ ସେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ ଭେଟିଛନ୍ତି।
ସୂଚନା ଅନୁସାରେ, ସେ ସକାଳେ ଭୁବନେଶ୍ୱରସ୍ଥିତ ତାଙ୍କ ସରକାରୀ!-->!-->!-->…