ଦକ୍ଷିଣ ଭାରତୀୟ ଷ୍ଟାରଙ୍କୁ ଇଡିର ସମନ
ନୂଆଦିଲ୍ଲୀ : ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଏବେ ଦକ୍ଷିଣ ଭାରତର କିଛି ବଡ଼ ବଡ଼ ତାରକାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପ୍ରସ୍ତୁତ ହେଉଛି। ସୋମବାର ଦିନ, ଇଡି ବିଜୟ ଦେବରକୋଣ୍ଡା, ରାଣା ଦଗ୍ଗୁବତୀ, ପ୍ରକାଶ ରାଜ ଏବଂ ଲକ୍ଷ୍ମୀ ମାଞ୍ଚୁଙ୍କ ଭଳି ସେଲିବ୍ରିଟିମାନଙ୍କୁ ସମନ!-->…