ରାଜସୁନାଖଳା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ପକ୍ଷରୁ ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ

ନୟାଗଡ଼ (ନିସର୍ତ୍ତ) : କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ମନ୍ତ୍ରଣାଳୟ ବିଭାଗ ନିର୍ଦ୍ଦେଶ କ୍ରମେ ନୟାଗଡ଼ ଜିଲ୍ଲା ରଣପୁର ବ୍ଲକ ଅନ୍ତର୍ଗତ ରାଜସୁନାଖଳା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପକ୍ଷରୁ ସୋମବାର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧ୍ୟକ୍ଷ ଜଗଦୀଶ ଜେନାଙ୍କ…

ସରକାରୀ ଉଚ୍ଚ ବିଦ୍ୟାଳୟର ୬୮ତମ ପ୍ରତିଷ୍ଠା ଦିବସ ଅନୁଷ୍ଠିତ : ଗୁରୁବିନା ସମାଜ ଓ ଛାତ୍ରଛାତ୍ରୀମାନଙ୍କର ବିକାଶ ଅସମ୍ଭବ

ନୟାଗଡ଼ (ନିସର୍ତ୍ତ) : ବିଦ୍ୟାଳୟ କେବଳ ଏକ ଶିକ୍ଷାନୁଷ୍ଠାନ ନୁହେଁ। ଏହା ହେଉଛି ସ୍ୱପ୍ନ,ସଂସ୍କାର ଓ ସଫଳତାର ଭିତ୍ତି । ନୟାଗଡ ଜିଲ୍ଲା ରଣପୁର ଶିକ୍ଷା ବ୍ଲକ ଅନ୍ତର୍ଗତ ରାଜସୁନାଖଳା ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟର ୬୮ତମ ପ୍ରତିଷ୍ଠା ଦିବସ ସୋମବାର ଦିନ ବିଦ୍ୟାଳୟ ପରିସରରେ ପାଳିତ…

ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ : ଦ୍ୱିତୀୟ ସେମି ଫାଇନାଲରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିଅମ ପରିସରରେ ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ ର ଦ୍ୱିତୀୟ ସେମି ଫାଇନାଲ ଖେଳ ସୋମବାର ଦିନ ଆଦିବାସୀ ମହାବିଦ୍ୟାଳୟ ବନାମ ପାକୁଲଦା ମଧ୍ୟରେ ଅନୁଷ୍ଠିତ ହୋଇଥିଲା l ଏଥିରେ ଅତିଥି ଭାବେ ସ୍ଥାନୀୟ ଉପଖଣ୍ଡ…

ଶ୍ରାବଣ ଦ୍ୱିତୀୟ ସୋମବାରରେ ଜଳାଭିଷେକ ପାଇଁ କାଉଡ଼ିଆଙ୍କ ପ୍ରବଳ ଭିଡ଼ : ସମଗ୍ର ଶୈବପୀଠ ଚଳ ଚଞ୍ଚଳ

ବାଲିଗୁଡା : ଶ୍ରାବଣ ମାସର ଦ୍ୱିତୀୟ ସୋମବାରରେ କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖ ପାଖ ଅଞ୍ଚଳ ରେ ଥିବା ବିଭିନ୍ନ ଶୈବପୀଠ ରେ ସକାଳୁ ଭକ୍ତ ଙ୍କ ଭିଡ଼ ଦେଖିବାକୁ ମିଳିଛି। ବିଶେଷ କରି କାଉଡ଼ିଆ ମାନେ ଗେରୁଆ ବସ୍ତ୍ର ପରିଧ୍ୟାନ ପୂର୍ବକ ଶିବ ଭକ୍ତମାନେ ନିଜ ମାନସିକ ପୂରଣ ପାଇଁ…

ହର ଘର ତ୍ରିରଙ୍ଗା ଅଭିଯାନ ଅବସରରେ କୋରାପୁଟରେ ବିଶାଳ ରାଲି, ବନ୍ଦେ ମାତରମ ନାରାରେ ଗୁଞ୍ଜିଲା ସହର

କୋରାପୁଟ : ଆସନ୍ତା ସ୍ୱାଧୀନତା ଦିବସ ପୂର୍ବରୁ ଦେଶବ୍ୟାପୀ ଚାଲିଥିବା ‘ହର ଘର ତ୍ରିରଙ୍ଗା-2026’ ଅଭିଯାନର ଅଂଶ ସ୍ୱରୂପ କୋରାପୁଟ ଜିଲ୍ଲା ପ୍ରଶାସନ ପକ୍ଷରୁ ଆଜି ସୋମବାର ସକାଳ 8 ଟାରେ ଏକ ବିଶାଳ ଜିଲ୍ଲାସ୍ତରୀୟ ତ୍ରିରଙ୍ଗା ରାଲି ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଅତିଥି…

ଚାରବର୍ଷରେ ମଧ୍ୟ ସମ୍ପୂର୍ଣ୍ଣ ହେଲାନି ଆବାସ ଗୃହ ନିର୍ମାଣ : ପଞ୍ଚାୟତ ସମିତିରୁ ନୋଟିସ, ହିତାଧିକାରୀଙ୍କ ମୁଣ୍ଡରେ…

ଓପିଡିଆର ଆକ୍ଟ 1962 ରେ ଦଣ୍ଡିତ ହୋଇ ପାରନ୍ତି କୋରାପୁଟ/କୋଟପାଡ଼ : ଜ଼ିଲ୍ଲାର ସୀମାନ୍ତବର୍ତ୍ତୀ କୋଟପାଡ଼ ବ୍ଲକର ଆଭ୍ୟନ୍ତରୀଣ ଅଞ୍ଚଳରେ ଆବାସ ଯୋଜନା ଦୁର୍ନୀତିରେ ପୋତି ହୋଇ ପଡିଛି l ଦୀର୍ଘଦିନ ଧରି ହିତାଧିକାରୀମାନେ ବାରମ୍ବାର ପଞ୍ଚାୟତ କାର୍ଯ୍ୟାଳୟ ଏବଂ ପଞ୍ଚାୟତ ସମିତି…

ବୁଢ଼ା ବୁଢିଆଣୀ ମଧ୍ୟମ ଜଳସେଚନ ଯୋଜନା : ଗଛଲତାରେ ହଜିଯାଉଛି କେନାଲ

ନୟାଗଡ଼: ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଲକ ବୁଢ଼ା ବୁଢିଆଣୀ ମଧ୍ୟମ ଜଳସେଚନ ଯୋଜନା ଅନ୍ତର୍ଗତ କେନାଲ ଗୁଡିକୁ ବର୍ଷା ଋତୁ ପୂର୍ବରୁ ସଫା କରିବା ନିମନ୍ତେ ବ୍ୟବସ୍ଥା ରହିଥିବା ବେଳେ ବର୍ଷା ଋତୁ ସରିବାକୁ ବସିଲାଣି ତଥାପି ଏପର୍ଯ୍ୟନ୍ତ କେନାଲ ସଫେଇ ହୋଇନଥିବାରୁ ସେଗୁଡିକ ଅନାବନା ଗଛଲତାରେ…

ମୋଜତାବା ଖାମେନିଙ୍କ ମୃତ୍ୟୁକୁ ନେଇ ଇରାନର କଡ଼ା ଜବାବ, ଜାରି କଲା ଭିଡିଓ

ନୂଆଦିଲ୍ଲୀ: ଇରାନର ସର୍ବୋଚ୍ଚ ନେତା ମୋଜତାବା ଖାମେନିଙ୍କ ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ ଇସ୍ରାଏଲୀ ଗଣମାଧ୍ୟମରେ ପ୍ରସାରିତ ଗୁଜବ ମଧ୍ୟରେ ତେହେରାନ ଏକ ଭିଡିଓ ଜାରି କରିଛି। ଇରାନର ଅର୍ଦ୍ଧ-ସରକାରୀ ସମାଚାର ଏଜେନ୍ସି ମେହର ନ୍ୟୁଜ୍ ଉକ୍ତ ଭିଡିଓଟିକୁ ଜାରି କରିଛି। ଭିଡିଓ ରେକର୍ଡିଂର…

ଆସାମ ବନ୍ୟାରେ ମୃତ୍ୟୁ ସଂଖ୍ୟା ୧୦୦କୁ ବୃଦ୍ଧି

ଗୌହାଟି: ଆସାମରେ ବନ୍ୟା ପରିସ୍ଥିତି ଗମ୍ଭୀର ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ଦୁଇଜଣଙ୍କ ମୃତ୍ୟୁ ହେବା ସହିତ ମୃତ୍ୟୁ ସଂଖ୍ୟା ୧୦୦କୁ ବୃଦ୍ଧି ପାଇଛି। ଆସାମ ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ ରିପୋର୍ଟ କରିଛନ୍ତି ଯେ ଗତ ୨୪ ଘଣ୍ଟା ମଧ୍ୟରେ ଗୋଲାଘାଟ ଏବଂ କାର୍ବି…

ହର୍ମୁଜ ଖୋଲିଲେ ଯୁଦ୍ଧ ବନ୍ଦ କରିବ ଆମେରିକା!

ନୂଆଦିଲ୍ଲୀ: ହର୍ମୁଜ ପ୍ରଣାଳୀକୁ ଜାହାଜ ଚଳାଚଳ ପାଇଁ ଇରାନ ଏବଂ ଓମାନ ମଧ୍ୟରେ ଆଲୋଚନା ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଯଦିଓ ଇରାନ ସ୍ପଷ୍ଟ କରିଛି ଯେ ଏକ ଚୁକ୍ତି ସତ୍ତ୍ୱେ ଆମେରିକା ଏହାର ପ୍ରମୁଖ ସର୍ତ୍ତଗୁଡ଼ିକୁ ଗ୍ରହଣ କଲେ ହିଁ ହର୍ମୁଜ ଦେଇ ସାଧାରଣ ଜାହାଜ ଚଳାଚଳ ପୁଣି ଆରମ୍ଭ ହେବ। …