ବଳତ୍କାର ଅଭିଯୋଗରେ ଉଦିତ ପ୍ରଧାନ ଗିରଫ, ଛାତ୍ର କଂଗ୍ରେସ ସଭାପତି ପଦରୁ ନିଲମ୍ବିତ

ଭୁବନେଶ୍ୱର : ବଳତ୍କାର ଅଭିଯୋଗରେ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନ ଗିରଫ । ତାଙ୍କୁ ମଞ୍ଚେଶ୍ୱର ପୋଲିସ ଗତକାଲି ରାତିରେ ଗିରଫ କରିଛି । ଜଣେ ୧୯ ବର୍ଷୀୟା ଛାତ୍ରୀଙ୍କୁ ମୃଦୁ ପାନୀୟରେ ନିଶା ଦେଇ ବଳତ୍କାର କରିଥିବା ଅଭିଯୋଗରେ ପୋଲିସ ଗିରଫ କରିଛି । ଉଦିତଙ୍କ ବିରୋଧରେ ବିଏନଏସ…

ବଣାଇଁ ବନ ବିଭାଗର ନିଆରା ପ୍ରୟାସ : ପଥପ୍ରାନ୍ତ ନାଟକ ମାଧ୍ୟମରେ ହାତୀ ଉପଦ୍ରବ ଅଞ୍ଚଳରେ ସଚେତନତା

ବଣାଇଁ : ଆମେ ସମସ୍ତେ ଜାଣୁ ଯେ ହାତୀ ଉପଦ୍ରବ ଏକ ମନୁଷ୍ୟକୃତ୍ୟ ସମସ୍ୟା ଏବଂ ଏହି ସମସ୍ୟାକୁ ଆମେ ହିଁ ସମାଧାନ କରିପାରିବା । ଜଙ୍ଗଲର ଅବକ୍ଷୟ ,ବାସସ୍ଥଳୀ ଧ୍ଵଂସ ଏବଂ ଖାଦ୍ୟ ନ ମିଳିବା ଆଦି କାରଣରୁ ହାତୀ ଅନେକ ସମୟରେ ମନୁଷ୍ୟଙ୍କ ଘରଦ୍ବାର ଉପରେ ଆକ୍ରମଣ କରୁଥିବା ଦେଖିବାକୁ ମିଳିଛି ।…

ଫକୀର ମୋହନ କଲେଜରେ କ୍ରାଇମବ୍ରାଞ୍ଚ ଡିଜି, ଚାଲିଛି ପଚରାଉଚରା

ବାଲେଶ୍ୱର : ଫକୀର ମୋହନ ସ୍ଵୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ଆତ୍ମାହୁତି ଘଟଣାରେ କ୍ରାଇମବ୍ରାଞ୍ଚର ତନାଘନା । ଆଜି କ୍ରାଇମବ୍ରାଞ୍ଚ ଡି ଜି ବିନୟତୋଶ ମିଶ୍ର ବାଲେଶ୍ଵରରେ ପହଞ୍ଚି ତଦନ୍ତ ଦାୟିତ୍ୱରେ ଥିବା ଅଧକାରୀଙ୍କ ସହ ଘଟଣା ସମ୍ପର୍କରେ ସମୀକ୍ଷା କରିଥିଲେ । ପରେ ପରେ…

ରାଜ୍ୟରେ ଆହୁରି ୫ ଦିନ ଯାଏଁ ବର୍ଷା; ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ !

ରାଜ୍ୟରେ ଆହୁରି ୫ ଦିନ ଯାଏଁ ବର୍ଷା ସମ୍ଭାବନା। ଆଜି ପାଇଁ ରାଜ୍ୟର ୨୧ ଜିଲ୍ଲାକୁ ପାଣିପାଗ ବିଭାଗର ୟେଲୋ ୱାର୍ଣ୍ଣିଂ। ଉପକୂଳବର୍ତ୍ତି ୯ ଜିଲ୍ଲାକୁ ଛାଡିଦେଲେ ବାକି ସବୁ ଜିଲ୍ଲାକୁ ବର୍ଷା ୱାର୍ଣ୍ଣିଂ ରହିଛି। ବିଶେଷ କରି ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। …

ବଳଙ୍ଗା ଛାତ୍ରୀ ପୋଡ଼ି ଘଟଣାର ତଦନ୍ତ ପାଇଁ ଘଟଣାସ୍ଥଳରେ ପୋଲିସ ଡିଜି

ବଳଙ୍ଗା : ପୁରୀ ବଳଙ୍ଗା ବାୟାବରରେ ଛାତ୍ରୀ ପୋଡ଼ି ଘଟଣାର ତଦନ୍ତ ପାଇଁ ଘଟଣାସ୍ଥଳରେ ପହଞ୍ଚିଛନ୍ତି ପୋଲିସ ଡିଜି ୱାଇ.ବି ଖୁରାନିଆ । ଘଟଣାର ୩୬ ଘଣ୍ଟା ପରେ ନା ଅଭିଯୁକ୍ତ ଗିରଫ ହୋଇଛନ୍ତି ନା ଚିହ୍ନଟ ହୋଇଛନ୍ତି ।  ଆଜି ଖୋଦ୍ ଡିଜି ଘଟଣା ସ୍ଥଳକୁ ଯାଇଥିଲେ ।  ସାଙ୍ଗରେ କେନ୍ଦ୍ରାଞ୍ଚଳ…

ଚୀନ୍‌କୁ ଚେକ୍‌ ଦେବା ପାଇଁ ଭାରତର ଯୋଜନା, ଲାକ୍ଷାଦ୍ବୀପର ବିତ୍ରା ଦ୍ବୀପରେ ସାମରିକ ଘାଟୀ

ନୂଆଦିଲ୍ଲୀ : ଆରବ ମହାସାଗରରେ ଚୀନ୍‌କୁ ଚେକ୍‌ ଦେବା ପାଇଁ ଭାରତ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ରଣନୈତିକ ଦୃଷ୍ଟିରୁ ଗୁରୁତ୍ବପୂର୍ଣ୍ଣ ଲାକ୍ଷାଦ୍ବୀପର ବିତ୍ରା ଦ୍ବୀପକୁ ଅଧିଗ୍ରହଣ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହାକୁ ପ୍ରତିରକ୍ଷା ଘାଟୀ ଭାବେ ବ୍ୟବହାର କରାଯିବ। ଏବେ ଏହି ଦ୍ବୀପରେ…

ସୁନାବେଡା ଦୁର୍ଘଟଣାରେ ୩ ମୃତ, ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଗତକାଲି ବିଳମ୍ବିତ ରାତିରେ କୋରାପୁଟ ଜିଲ୍ଲା ୨୬ ନମ୍ବର ଜାତୀୟ ରାଜପଥର ସୁନାବେଡା ଟ୍ରାଫିକ ଛକ ଟିଟିଏସ୍ ନିକଟରେ ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ହୋଇଛି । ସଫାରୀ ଗାଡ଼ି ସହ ସେଲେରିଓ ଗାଡ଼ି ମୁହାମୁହି ଧକ୍କା ହେବା ଫଳରେ ଘଟଣା ସ୍ଥଳରେ ୨ ଜଣଙ୍କ…

ବୋଲବମ୍‌ ଭକ୍ତଙ୍କୁ ନେଇ ଯାଉଥିବା ଗାଡି ଦୁର୍ଘଟଣାଗ୍ରସ୍ତ : ୧୨ ଜଣ କାଉଡିଆ ଆହତ ,୩ ଗୁରୁତର

ହିଞ୍ଜିଳିକାଟୁ : ବୋଲବମ୍‌ ଭକ୍ତଙ୍କୁ ନେଇ ଯାଉଥିବା ଗାଡି ରବିବାର ସନ୍ଧ୍ୟାରେ ଦୁର୍ଘଟଣାଗ୍ରସ୍ତ ହୋଇଛି । ହିଞ୍ଜିଳି ଥାନା ଅନ୍ତର୍ଗତ ବୁରୁପଡା ଗ୍ରାମ କାଳୀ ମନ୍ଦିର ନିକଟରେ ନିକଟରେ ଏହି ଦୁର୍ଘଟଣା ଘଟିଛି । ଏଥିରେ ୧୧ ଜଣ କାଉଡିଆ ଆହତ ସୋଇଥିବାବେଳେ ୩ଗୁରୁତର ହୋଇଛନ୍ତି । ଆହତମାନଙ୍କୁ…

ପରଲୋକରେ ‘ଡନ୍’ ନିର୍ଦ୍ଦେଶକ, ୫୬ ବର୍ଷ ବୟସରେ ଶେଷ ନିଶ୍ବାସ ତ୍ୟାଗ କଲେ ଚନ୍ଦ୍ର ବାରୋଟ

ବଲିଉଡର ଆଇକନିକ ଫିଲ୍ମ ‘ଡନ’ର ନିର୍ଦ୍ଦେଶକ ଚନ୍ଦ୍ର ବାରୋଟଙ୍କର ମୁମ୍ବାଇରେ ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୬ ବର୍ଷ ବୟସ ହୋଇଥିଲା। ସେ ଗତ ସାତ ବର୍ଷ ଧରି ପଲମୋନାରୀ ଫାଇବ୍ରୋସିସ ରୋଗରେ ପୀଡିତ ଥିଲେ। ସେ ଗୁରୁ ନାନକ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ। ଏହା ପୂର୍ବରୁ ଜସଲୋକ…

ସ୍ୱଚ୍ଛ ଉମରକୋଟ ପାଇଁ ଯୁବପିଢ଼ିର ସଂକଳ୍ପ: ସଫେଇ ଅଭିଯାନରେ ସାମିଲ ହେଲେ ବୁଦ୍ଧିଜୀବୀ ଓ ପ୍ରଶାସନ

ଉମରକୋଟ, ୨୦/୦୭: ପ୍ରଧାନମନ୍ତ୍ରୀଙ୍କ ସ୍ୱଚ୍ଛ ଭାରତ ଅଭିଯାନକୁ ସଫଳ କରିବା ଦିଗରେ ନବରଙ୍ଗପୁର ଜିଲ୍ଲା ଉମରକୋଟଠାରେ ଏକ ପ୍ରେରଣାଦାୟୀ ପଦକ୍ଷେପ ଦେଖିବାକୁ ମିଳିଛି। "କଳିଙ୍ଗ ୨୪ ନ୍ୟୁଜ୍" ଏବଂ ଉମରକୋଟ ପୌର ପରିଷଦର ମିଳିତ ଆନୁକୂଲ୍ୟରେ ଆୟୋଜିତ ଏକ ବୃହତ ସଫେଇ କାର୍ଯ୍ୟକ୍ରମରେ…