କଲ୍ୟାଣସିଂହପୁରରେ ଅଙ୍ଗନୱାଡ଼ି କର୍ମୀଙ୍କ ବୈଠକ: ଦାବି ପୂରଣ ନହେଲେ ରାଜରାସ୍ତାକୁ ଓହ୍ଲାଇବାକୁ ଚେତାବନୀ
କଲ୍ୟାଣସିଂହପୁର/ରାୟଗଡ଼ା, ତା: ୨୦/୦୭/୨୫: ଭାରତୀୟ ମଜଦୁର ସଂଘ ଦ୍ୱାରା ପରିଚାଳିତ "ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍", କଲ୍ୟାଣସିଂହପୁର ବ୍ଳକ ଶାଖାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ସ୍ଥାନୀୟ ଗୁଣ୍ଡିଚା ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି।
ଜିଲ୍ଲା!-->!-->!-->!-->!-->…