କନ୍ଧମାଳ ଜିଲ୍ଲାରୁ ଆସିଲା ଏକ ଲଜ୍ଜାକର ଖବର : ପୁଣି ଜଣେ ନାବାଳିକା ଛାତ୍ରୀ ଗର୍ଭବତୀ, ଥାନାରେ ଏତଲା ଦେଲେ ପ୍ରଧାନ…
ବାଲିଗୁଡା : ଅନୁସୂଚିତ ଜାତି ଉନ୍ନୟନ ବିଭାଗ ଦ୍ଵାରା ପରିଚାଳିତ ତୁମୁଡିବନ୍ଧ ବ୍ଲକ ରାଙ୍ଗାପାରୁ ସ୍ଥିତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ପୁଣି ଜଣେ ନବାଳିକା ଛାତ୍ରୀ ଗର୍ଭବତୀ ହୋଇ ମେଡିକାଲକୁ ଆସିଛି । ଏଥିରେ ମଙ୍ଗଳ ବିଭାଗର କାର୍ଯ୍ୟକାରିତାକୁ ନେଇ ଉଠିଛି ପ୍ରଶ୍ନ । କନ୍ଧମାଳ!-->…