ଆସୁଛି ବଡ଼ ବର୍ଷା, ୧୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି
ଭୁବନେଶ୍ୱର : ପୁଣି ଭିଜିବ ଓଡିଶା। ଆସୁଛି ବଡ଼ ବର୍ଷା । ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ଆସନ୍ତା ୨୪ ତାରିଖରେ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ଏକ ଲଘୁଚାପ କ୍ଷେତ୍ରରେ ପରିଣତ ହେବ । ଉତ୍ତର ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ!-->…