ଆନ୍ଦୋଳନ ବେଳେ ହାତଯୋଡି କ୍ଷମା ମାଗିଲେ ଭକ୍ତ
ଭୁବନେଶ୍ୱର,୧୭।୭: FM କଲେଜ ଛାତ୍ରୀ ସୌମ୍ୟାଶ୍ରୀଙ୍କୁ ନ୍ୟାୟ ଦେବା ଦାବିରେ ସରକାରଙ୍କୁ ଘେରିଛନ୍ତି ବିରୋଧୀ । ବୁଧବାର ବିଜେଡି ଆନ୍ଦୋଳନ କରିଥିବାବେଳେ ଆଜି ଓଡ଼ିଶା ବନ୍ଦ ଡାକରା ଦେଇଛି କଂଗେସ। ଲୋୟର ପିଏମଜିରେ ଆନ୍ଦୋଳନ କରୁଛି କଂଗ୍ରେସ। ଯେଉଁଥିରେ ପୂରା ରାଜଧାନୀ ଉଠୁଛି ପଡୁଛି। ଏହି!-->…