ମହାଦେବଙ୍କଠାରେ ଜଳଲାଗି କଲେ ଶତାଧିକ କାଉଡ଼ିଆ
ହିଞ୍ଜିଳିକାଟୁ : ଧାରା ଶ୍ରାବଣରେ ଧାର୍ମିକ ପଦଯାତ୍ରା ସକାଶେ କାଉଡ଼ିଆ ମାନେ ନିଜର ମାନସିକ ପୁରଣ କରିବା ଲାଗି ବୋଲବମ ଯାତ୍ରା କରିଥାନ୍ତି । ଏହି ପରିପ୍ରେକ୍ଷୀରେ ଶ୍ରାବଣ ମାସ ପ୍ରଥମ ସୋମବାର ସକାଶେ କାଉଡ଼ିଆ ମାନେ ବିଭିନ୍ନ ପବିତ୍ର ନଦୀରୁ ଜଳ ଧାରଣ କରି ହିଞ୍ଜିଳିକାଟୁ ପୌରାଞ୍ଚଳ ସମେତ!-->…