ପୂର୍ବ ସରକାରଙ୍କର ଭୁଲ୍ ପାଇଁ ନିଷ୍କାସନ ହୋଇ ପାରୁନି ବର୍ଷା ଜଳ: ରାଜସ୍ବ ମନ୍ତ୍ରୀ
ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ଜଳବନ୍ଦୀ ସମସ୍ୟା ବଢୁଛି। ସ୍ଥାୟୀ ସମାଧାନ ପାଇଁ ଏବେ ରାଜ୍ୟ ସରକାର ଅଣ୍ଟା ଭିଡ଼ିଛନ୍ତି। ବିଭିନ୍ନ ନଦୀର ଗତିପଥକୁ ସଫା କରିବା ପାଇଁ ସରକାର ଯୋଜନା କରୁଛନ୍ତି। ଖୁବଶୀଘ୍ର ସରକାର ନଦୀ ସଫେଇ ଅଭିଯାନ ଆରମ୍ଭ କରିବେ।ବିଭିନ୍ନ କାରଣରୁ ନଦୀର ଗତିପଥ!-->…