ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର: ରାଜ୍ୟରେ ବର୍ଷା ଜାରି ରହିବାର ଆଶଙ୍କା ଦେଖାଯାଇଛି। ବିଗତ ଦିନରେ ହୋଇଥିବା ଲଘୁଚାପ ପରେ ବର୍ଷା ଏବେବି ଜାରି ରହିଛି। ଏହାରି ମଧ୍ୟରେ ଆଗାମୀ ଦିନ ପାଇଁ ପାଣିପାଗ ବିଭାଗ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ!-->…