ୟୁକ୍ରେନ ଉପରେ ରୁଷର ବଡ଼ ଆକ୍ରମଣ
କିବ୍ : ୟୁକ୍ରେନ ଉପରେ ରୁଷ ପକ୍ଷରୁ ଏକ ବଡ଼ ଆକ୍ରମଣ କରାଯାଇଛି । ଏଥିରେ ୟୁକ୍ରେନର ବ୍ୟାପକ କ୍ଷୟକ୍ଷତି ହୋଇଛି ବୋଲି ୟୁକ୍ରେନୀୟ ବାୟୁସେନା କହିଛି ।
ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି ଯେ ଶୁକ୍ରବାର ରାତିରେ ରୁଷ ୟୁକ୍ରେନ ଉପରେ ୫୯୭ଟି ଡ୍ରୋନ୍ ଏବଂ ୨୬ଟି!-->!-->!-->…